Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

କନ୍ଧମାଳ ର ବିଚାରଧୀନ କଏଦୀ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲ ରେମୃତ୍ୟୁ |

09-Oct-2025

କନ୍ଧମାଳ ର ବିଚାରାଧୀନ କଏଦୀ  ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ

          ଓଡିଶା ଜନମତ,

କନ୍ଧମାଳ,ସଞ୍ଜୟ କୁମାର ପାଣିଗ୍ରାହୀ,

ତା, ୦୭/୧୦:

 କନ୍ଧମାଳ ଜିଲ୍ଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଫିରିଙ୍ଗିଆ ଥାନା କେଲାପଡ଼ା ପଞ୍ଚାୟତର କମଡକାମ୍ବା ଗ୍ରାମର ଯଶୋବନ୍ତ ଅମାତ। ଘଟଣା ରୁ ପ୍ରକାଶ ଯେ, ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ ହୋଇ ଜେଲରେ ଥିଲେ। ସେପ୍ଟେମ୍ବର ୫ ତାରିଖରେ ପୁଲିସ ପାଟ୍ରୋଲିଂ ଚାଲିଥିଲା। ଫିରିଙ୍ଗିଆ ଶନି ମନ୍ଦିର ନିକଟରେ ଯଶୋବନ୍ତ ଏବଂ ତାଙ୍କ ସ୍ତ୍ରୀ ଅମ୍ବିକାଙ୍କୁ ଅଟକାଇ ଯାଞ୍ଚ କରାଯିବା ସମୟରେ ତାଙ୍କ ପାଖରୁ ୨୧ କିଲୋ ଗଞ୍ଜେଇ ମିଳିଥିଲା। ପୁଲିସ ଉଭୟ ସ୍ବାମୀ, ସ୍ତ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ଫୁଲବାଣୀ ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଥିଲା। ଯଶୋବନ୍ତଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମଙ୍ଗଳବାର ଭୋର ୪ଟା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଜେଲ କର୍ତ୍ତୃପକ୍ଷ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଏକ ଏତଲା ଦାଏର କରିଥିବା ଜଣାପଡିଛି।

News Comment

You Might Also Like

BACK TO TOP