Breaking News

ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||     

ଧରାକୋଟ ଥାନା ମୁଣ୍ଡ ମରେଈ ଛକରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ଅଟକ, ଗୋଟିଏ କାର, ଗୋଟିଏ ମଟର ସାଇକେଲସହ ଗଞ୍ଜେଇ ଜବତ |

13-Oct-2025

ଗଞେଇ ଚାଲାଣ ବେଳେ ଦୁଇ ଅଟକ ଓ ଗୋଟିଏ କାର୍ ଓ ମୋଟରସାଇକେଲ ସମେତ ଗଞେଇ ଜବତ.

ଓଡିଶା ଜନମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଅବକାରୀ ବିଭାଗ ଯୁଗ୍ମ ଆୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ଉପ ଅଧ୍ୟକ୍ଷ ଶୃତି କାନ୍ତ ରାଉତ ନିଜ କର୍ମଚାରୀଙ୍କ ସହ ଧରାକୋଟ ଥାନ ଅନ୍ତର୍ଗତ ମୁଣ୍ଡମରାଇ ଗ୍ରାମ ଛକରେ ଛକି ରହି ସନ୍ଦିଗ୍ଧ ଭାବେ ଏକ ହୋଣ୍ଡା ମୋଟରସାଇକେଲ କୁ ଅଟକାଇ ଜେରା କରିଥିଲେ ଓ ପଛରେ ଆସୁଥିବା ଏକ ହୋଣ୍ଡା କାର କୁ ଅଟକାଇ ତା ଭିତରେ ଥିବା ପ୍ରାୟ ୩୦ କିଲୋ ଗଞ୍ଜେଇ ସହ ଜଣେ ଯୁବକ କୁ କାବୁ କରି ନେଇଥିଲେ। ଉକ୍ତ କାର୍ ମଧ୍ୟରୁ ଦୁଇଟି ଆର୍ ସି ବହି ଦୁଇଟି ଡ୍ରାଇଭିଂ ଲାଇସେନ୍ସ, ଦୁଇଟି ମୋବାଇଲ ଫୋନ ଜବତ୍ ସହ ଚାଲାଣ ଅଭିଯୁକ୍ତ ଦୁଇଜଣ ଯୁବକ କପିଳାସ ଦିଗାଲ ଓ ତରୁଣ ଯେନା କୁ ମାମଲା ନଂ ୪୩୩/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP