Breaking News

ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||     

ଖୋର୍ଦ୍ଧା ବ୍ଳକ ଜଙ୍କିଆ ସ୍ଥିତ ରାୟପୁର କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭୀ |

13-Oct-2025

ରାୟପୁର କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି::୧୨୫ ଜଣ ଛାତ୍ରଛାତ୍ରୀ ଯୋଗଦେଲେ,

ଓଡିଶା ଜନମତ,ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ,

ଖୋର୍ଦ୍ଧା ବ୍ଲକ ଜଙ୍କିଆ ସ୍ଥିତ ଭଗବତ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାୟପୁର କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି ୨୦୨୫ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ସଂଯୋଜକ ଭାବେ ରାୟପୁର ସାଧନ କେନ୍ଦ୍ର ସଂଯୋଜକ  ଅମୀୟ କୁମାର ଜେନା, ସଭାପତି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ  ଜ୍ୟୋତ୍ସ୍ନାରାଣୀ ପ୍ରହରାଜ,ଙ୍କ ଆୟୋଜନ ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ  ପଙ୍କଜିନୀ ବଳବନ୍ତରାୟ ଏବଂ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର   ନରେନ୍ଦ୍ର କୁମାର ରାଉତରାୟ ଯୋଗ ଦେଇ ଉପସ୍ଥିତ ବିଭିନ୍ନ ସ୍କୁଲର ପିଲାମାନଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ ଦେବା ସହିତ ପାଠ ସହିତ ବିଭିନ୍ନ କ୍ରୀଡା, ଓ ଛାତ୍ରଛାତ୍ରୀ ଙ୍କ ଭିତରେ ଥିବା  ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଏହି କାର୍ଯ୍ୟକ୍ରମ ବହୁତ ଉପାଦେୟ ହେବ ବୋଲି କହିଥିଲେ। କ୍ଲଷ୍ଟରର ୭ଟି ବିଦ୍ୟାଳୟର ମୋଟ୍ ୧୨୫ ଜଣ ଛାତ୍ରଛାତ୍ରୀ ଏବଂ ୩୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର  କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମଟି କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗରେ ସମ୍ପାଦିତ ହୋଇଥିଲା।

News Comment

You Might Also Like

BACK TO TOP