Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ବ୍ରହ୍ମପୁର ସହର ରେ କାହ୍ନା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅନ୍ନ ଲକ୍ଷ୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ |

13-Oct-2025

କାହ୍ନା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅନ୍ନ ଲକ୍ଷ୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ,  

 ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର)

ବ୍ରହ୍ମପୁର ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ କ।ହ୍ନା ଚାରିଟେବୁଲ ଟ୍ରଷ୍ଟ ଏବଂ ମ୍ୟାଜିକ ହେଲଥ୍ କେୟାର ସଂସ୍ଥା ମିଳିତ ସହଯୋଗରେ ଜଳେଶ୍ଵର ପୂର (ଆଙ୍କୁଲି) ଠାରେ କାର୍ତ୍ତିକ ମାସ ପ୍ରଥମ ସୋମବାର ଅବସରରେ ଆଜି ସୁଷମ ରନ୍ଧା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ସଭାନେତ୍ରୀ ଶ୍ରୀମତୀ ରଞ୍ଜନା ମିଶ୍ର ତଥା ଟ୍ରଷ୍ଟ ସଦସ୍ୟ/ ସଦସ୍ୟା ସର୍ବଶ୍ରୀ ରବୀନ୍ଦ୍ରନାଥ ମିଶ୍ର,ମୁରଲୀ ମୋହନ ଆଚାର୍ଯ୍ୟ, ଲକ୍ଷ୍ମୀ ପ୍ରସାଦ ପଟ୍ଟନାୟକ, ବିଶ୍ଵନାଥ ପାତ୍ର, ବଳଭଦ୍ର ସ୍ୱାଇଁ, ବିନୋଦ ମିଶ୍ର, ଜଗନ୍ନାଥ ସ୍ୱାଇଁ, ଶ୍ରୀମତୀ ଇନ୍ଦିରା ପଟ୍ଟନାୟକ, ଅନିମା ମିଶ୍ର, ମଧୁସ୍ମିତା ବ୍ରହ୍ମା , ହରିହର ନଗର ମହିଳା ଗୋଷ୍ଠୀ ସଦସ୍ୟା ଓ ସ୍ଥାନୀୟ ଯୁବ ଗୋଷ୍ଠୀ ମାନଙ୍କ ସହାୟତାରେ ପ୍ରାୟ ୫୦୦ରୁ ଅଧିକ ଗରିବ ଶ୍ରେଣୀର ପୁରୁଷ ଓ ମହିଳା ମାନଙ୍କୁ ଖାଦ୍ୟ ପରସା ଯାଇଥିଲା। ଅନ୍ନଲକ୍ଷ୍ମୀ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ କାହ୍ନ। ଚାରିଟେବୁଲ ଟ୍ରଷ୍ଟ ଏବଂ ମ୍ୟାଜିକ୍ ହେଲତ୍ କେର ମିଳିତ ସହଯୋଗରେ ରୀତିମତ ଭାବରେ ଜାରି ରହିଛି ଓ ଆଗକୁ ମଧ୍ୟ ଜାରି ରହିବ ବୋଲି ଟ୍ରଷ୍ଟ ସଭାନେତ୍ରୀ ଶ୍ରୀମତୀ ରଞ୍ଜନା ମିଶ୍ର ପ୍ରକାଶ କରିଛନ୍ତି। ଏହି ଜନ ହିତକର କାର୍ଯ୍ୟକୁ ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।।

News Comment

You Might Also Like

BACK TO TOP