Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ପୋଲସରା ମଧୁ ପଲ୍ଲୀ ଗାଁରେ ଦୁଇଗୋଷ୍ଟି ମଧ୍ୟରେ ସଂଘର୍ଷ, 4ଆହାତ, 2ଗୁରୁତର,

13-Oct-2025

ପୋଲସରା ବ୍ଳକ ମଧୁପଲିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଆକ୍ରମଣ,

ଓଡିଶା ଜନ ମତ ବ୍ୟୁରୋ,

ତାରିଖ --13/10/25,
ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ମଧୁପଲ୍ଲୀ ଗ୍ରାମରେ ଦୁଇ ଗୋଷ୍ଠି ଙ୍କ ମଧ୍ୟରେ ସଂଘ ବଧ ଆକ୍ରମଣ ଯୋଗୁଁ ଚାରି ଜଣ ଆହତ ହୋଇଛନ୍ତି ଏବଂ ଦୁଇ ଜଣ ଗୁରୁତର ହୋଉଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଦୁଇ ଆହତ ହେଲେ କୁନି ପ୍ରଧାନ ଓ ବାଳକୃଷ୍ଣ ପ୍ରଧାନ ଏବଂ ଅନ୍ୟ ଦୁଇ ଗୁରୁତର ଜିତେନ୍ଦ୍ର ପ୍ରଧାନ ଓ ସୂର୍ଯ୍ୟନାରାୟଣ ପ୍ରଧାନ ଲ ସେମାନଙ୍କୁ ଠେଙ୍ଗା ରେ ଆକ୍ରମଣ ହୋଇଥୁବା ସୂଚନା l ଆହତ ୪ ଜଣଙ୍କ ମୁଣ୍ଡ ରେ ଆଘାତ ହୋଇଥୁବା ଜଣା ପଡିଛି l ପୋଲସରା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।ତେବେ ଏହା ଏକ ରାଜ ନୈତିକ ଆକ୍ରମଣ ବୋଲି ଆହାତ ଙ୍କ ସମ୍ପର୍କୀୟ ମାନେ କହିଛନ୍ତି |

News Comment

You Might Also Like

BACK TO TOP