Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ବିଜେପି ନେତା ପୀତବାସ ପଣ୍ଡାଙ୍କ ବିୟୋଗରେ ଶୋକସଭା ||

13-Oct-2025

ପୀତବାସ ଥିଲେ  ଗରିବଙ୍କ ଦରଦୀ ବନ୍ଧୁ,

( ତାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ,

ବରିଷ୍ଠ ଆଇନ ଯିଵି ତଥା ଗରୀବର ଦରଦୀ ବନ୍ଧୁ ଏବଂ ଭାରତୀୟ ଜନତା ପାର୍ଟିର ନେତା ତଥା  ବାର୍ କାଉନସିଲ ମେମ୍ବର ସ୍ଵର୍ଗତ ପୀତବାସ ପଣ୍ଡାଙ୍କ ଉଦ୍ଦେଶ୍ୟରେ ଦଳୀୟ ଜିଲ୍ଲା କାର୍ଯ୍ୟାଳୟ ଠାରେ ବିଜେପି ଜିଲ୍ଲା ସଭାପତି ସରୋଜ ସାବତଙ୍କ ଅଧ୍ଯକ୍ଷତାରେଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି |  ସ୍ୱର୍ଗତ ପୀତବାସ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦଳୀୟ ନେତୃବୃନ୍ଦ ପଣ୍ଡା ଜଣେ ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ଲଢ଼ୁଥିବା ନିର୍ଭିକଏବଂ ସାହସିକତାର ବ୍ୟକ୍ତିତ୍ୱ ଥିଲେ,  ଗତ ୬ ତାରିଖରେ ନିଜ ଘର ସମ୍ମୁଖ ରେ ଦୁର୍ବୃତ୍ତ ମାନଙ୍କ ଗୁଳିରେ  ସେ ନିହତ ହୋଇଥିଲେ,ସେହି ଘଟଣା ରେ  ଭାରତୀୟ ଜନତା ପାର୍ଟି ତଥା ସମଗ୍ର ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲ୍ଲା ବାସୀଙ୍କୁ ସ୍ତବ୍ଧ କରିଥିଲା । ଯୋଜନାବଦ୍ଧ ଭାବେ ଏହିପରି ହତ୍ୟା ଘଟଣାକୁ ସମସ୍ତ ଦଳୀୟ ନେତୃବୃନ୍ଦ ଦୃଢ ନିନ୍ଦା କରିବା ସହ ଗୁଳିକରିଥିବା ଦୁଇ ଜଣ ଅପରାଧୀଙ୍କ ସହିତ ସେମାନଙ୍କୁ ସହଯୋଗ କରିଥିବା ଯେଉଁ ବ୍ୟକ୍ତି ବିଶେଷ ହୋଇଥାନ୍ତୁ ନା କାହିଁକି ତାଙ୍କୁ ତୁରନ୍ତ ଧରାଯାଇ ସେମାନଙ୍କ ବିରୁଦ୍ଧରେଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମତ ଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ କେ.ଅନିଲ
କୁମାର,  ଦିଗ ପହଣ୍ଡି ବିଧାୟକ  ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା,  ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, କାହ୍ନୁ ଚରଣ ପତି, ଶିଶିର ପାଢୀ, ବରିଷ୍ଠ ଆଇନଜୀବି ତଥା ରାଜନୈତିକ ସମୀକ୍ଷକ ଅଜିତ ସାହୁ, ରାଜ୍ୟ ମିଡ଼ିଆ ପେନାଲିଷ୍ଟ ଟି.ଗୋପି, ଆସ୍କା, ବ୍ରହ୍ମପୁର ଏବଂ କନ୍ଧମାଳ ତିନୋଟି ଲୋକସଭା କ୍ଷେତ୍ର ଦାୟୀତ୍ବରେ ଥିବା ଦଳର ବରିଷ୍ଠ ନେତା ସୁନିଲ କୁମାର ସାହୁ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡଙ୍ଗୀ, ସିଦ୍ଧାନ୍ତ ଗଙ୍ଗଦେବ, ଜିଲ୍ଲା ଉପସଭାପତି ପରେଶ ଚନ୍ଦ୍ର ରଥଙ୍କ ସମେତ ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ସ୍ୱର୍ଗତ ପୀତବାସ ପଣ୍ଡାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ଅମର ଆତ୍ମାର ସଦଗତି କାମନା କରିଥିଲେ।

News Comment

You Might Also Like

BACK TO TOP