Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ମାଲକାନାଗିରି ଜଙ୍ଗଲରେ ଖସିଯିବାକୁ ଚେଷ୍ଟା କରୁଥିଲା ବେଳେ ଯବାନଙ୍କ ଦ୍ୱାରା ଆଠ ଜଣ ମାଓବାଦୀ ଗିରଫ |

13-Oct-2025

ଖସି ଯିବାକୁ ଚେଷ୍ଟା କରୁଥିଲେ ୮ ମାଓବାଦୀ,  ଗୋଡ଼ାଇ ଧରିଲେ  ସିଆରପି ଏଫ ଯବାନ,

ଓଡିଶା ଜନ ମତ  ବ୍ୟୁରୋ,

ମାଲକାନଗିରି ଜଲ୍ଲାରେ ଖସିସିଯିବାକୁ ଚେଷ୍ଟା କରୁଥିଲେ ଆଠ ମାଓବାଦୀ କିନ୍ତୁ ଯବାନ ମାନଙ୍କ ଦ୍ୱାରା ଧରାପଡ଼ିଲେ | ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସର୍ଚ୍ଚ ଅପରେସନ ବେଳେ ସିଆରପିଏଫ ଯବାନ ୮ ଜଣ ନକ୍ସଲଙ୍କୁ ଗିରଫ କରି କରିଛନ୍ତି । ଯବାନମାନଙ୍କୁ ଦେଖୁ ଏହି ମାଓବାଦୀ ଦଳ ଖସିଯିବାକୁ ଉଦ୍ୟମ କରିଥିଲେ । ସେମାନେ ଯବାନ ମାନଙ୍କୁ ଦେଖି ପଳାୟନ କରୁଥିବା ବେଳେ ଯବାନମାନେ ସେହି ମାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ | ସିଆରପି ଏଫ ଯବାନ ପୁତକେଲ ଏବଂ ପୋଲମପାଲି ରାସ୍ତାରେ ସର୍ଚ୍ଚ ଅପରେସନ କରୁଥିବା ବେଳେ କିଛି ସନ୍ଦିଗ୍ଧ ବ୍ୟକ୍ତି କିଛି ଜିନିଷ ଧରି ଯବାନଙ୍କୁ ଦେଖ୍ ଦୌଡ଼ି ପଳାଇବାକୁ  ଚେଷ୍ଟା କରୁଥିଲେ । ଯବାନ ତୁରନ୍ତ ଅଂଚଳକୁ ଘେରି ସମସ୍ତ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରିଥିଲେ । ସମସ୍ତେ ମାଓ ସଂଗଠନ ସହ ଜଡ଼ିତ ଥିବା ସ୍ୱୀକାର କରିଥିଲେ । ଗିରଫ ମାଓବା ବାଦୀମାନେ ହେଲେ ୨ ଲକ୍ଷ ପୁରସ୍କାର  ଘୋଷିତ ସିଏନ୍ ? ଏମ୍ ? ସଦସ୍ୟ କୋସା ସୋଡ଼ି(୨୮), ୫୦ ହଜାର ପୁରସ୍କାର ଘୋଷିତ ସିଏନ୍ ? ଏ ? ସଦସ୍ୟ ଜୟ ସିଂ ମାଣ୍ଡବୀ(୨୫), ୫୦ ହଜାର ଘୋଷିତ ମାଡକମ ନନ୍ଦା ୨୮ (95), ମିଲିସିଆ ସୋଡ଼ି ହିଡମା ମୁଚାକୀ, ବୁଦୁରା( ନୁରା(୩୩), ମାଡବୀ ରାଜୁ( ୨୩), ମାଡ଼ବୀ ହିଡମା( ୨୪) ଏବଂ ଦେବା ମାଡବି( ୨୯) ୨ । ଏମାନଙ୍କ ଠାରୁ ଯବାନ ଟିଫିନ ବୋମା, ବିସ୍ଫୋରକ, ଜିଲୋଟିନ, ବିଦ୍ୟୁତ ତାର ସମେତ ପ୍ରଚାର ପ୍ରସାର କାଗଜ ପତ୍ର ଇତ୍ୟାଦି ଜବତ କରାଯାଇଛି ।  ତୁରନ୍ତ ଯବାନ ଏହି ୮ ଜଣ ନକ୍ସଲଙ୍କୁ ପୁଲିସର ଜିମା ଦେଇଥିଲେ ।

News Comment

You Might Also Like

BACK TO TOP