Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ଏଣ୍ଡି ହାଇସ୍କୁଲ ରେ କନକା କ୍ଲଷ୍ଟର ସ୍ତରୀୟ ଶିଶୁ ମାହୋତ୍ସବ ସୁରଭି ଅନୁଷ୍ଠିତ |

15-Oct-2025

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ,

       ଓଡିଶା ଜନ ମତ ବ୍ୟୁରୋ, 
ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସ୍ଥାନୀୟ କନକା  କ୍ଳଷ୍ଟର ସ୍ଥିତ ପି ଏମ ଶ୍ରୀ ନରସିଂହ ଦାସ ଉଚ୍ଚ ବିଦ୍ୟାଳୟ ରେ ସି ଆର ସି ସି  ଶ୍ରୀ ହେମନ୍ତ କୁମାର ବେହେରା ଙ୍କ ତତ୍ତ୍ଵାବଧାନରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳିର ବିକାଶ ନିମନ୍ତେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସଭାପତି ରୂପେ ଉକ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ପୂର୍ଣ୍ଣିମା ସର୍ଦ୍ଦାର ,ମୁଖ୍ୟ ଅତିଥି ରୂପେ  ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କିଶୋର ଚନ୍ଦ୍ର ବେହେରା ,ମୁଖ୍ୟ ବକ୍ତା ଭାବେ ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ସନ୍ଧ୍ୟାରାଣୀ  ପତ୍ର,ସମ୍ମାନିତ ଅତିଥି ରୂପେ ଏ ବି ଇ ଓ  ତଥା ବି ଆର ସି ସି ଶ୍ରୀ ବିଜୟ ଚନ୍ଦ୍ର ବେହେରା ,ବସୁ ପ୍ରହରାଜ ସଂସ୍କୃତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଦୀନବନ୍ଧୁ ଦାଶ,କନକା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ମନୋଜ କୁମାର ନାୟକ,ଧୋବସାହି ହିବାବସହି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସଞ୍ଜୟ କୁମାର ମହାପାତ୍ର,ଏସ ଆର ଆଗ୍ରାହରମ୍ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସରିତା ବେହେରା , ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ହରପ୍ରସାଦ ଦାଶ ,ଗଡସହି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଅନ୍ଧ ପ୍ରଧାନ, ଉକ୍ତ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଯୁଧିଷ୍ଟିର ସାହୁ ,ଶ୍ରୀମତୀ ବିଜୟଲକ୍ଷ୍ମୀ ଆଚରି ଓ କେଶପୁର ପ୍ରଥମିକ ବିଦ୍ୟାଳୟ  ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଉଷାରାଣୀ ପତ୍ର ଆସନ ଅଳଙ୍କୃତ କରିଥିଲେ। ସି ଆର ସି ସି  ଶ୍ରୀ ହେମନ୍ତ କୁମାର ବେହେରା ସଂଯୋଜନା କରିଥିବା ବେଳେ ଶ୍ରୀ ବୃନ୍ଦାବନ ଡାକୁଆ, ଧନୁର୍ଦ୍ଧର ବେହେରା,ମନୋଜ ଖୁଣ୍ଟିଆ,ସୁନିଲ କୁମାର ରଣା  ,ମମତା ଆଚାର୍ଯ୍ୟ , ନନ୍ଦନ ଦିନ୍ଦା ,ସସ୍ମିତା ମହାକୁଡ଼ ସମେତ କ୍ଲଷ୍ଟର ର  ଶ୍ରୀ ଚନ୍ଦ୍ର ଶେଖର ସାହୁ, ସିମ୍ରନ ବେହେରା,ପ୍ରିୟଙ୍କା ପ୍ରଧାନ,ଗାୟତ୍ରୀ ସେଠୀ,ସନାଲିରଣି ଦାସ ,ମନୋଜ କୁମାର ମିଶ୍ର ଅନେକ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମର ସୁପରିଚାଳନା ଦିଗରେ ସହଯୋଗ କରିଥିଲେ।ଏଥିରେ 10 ଟି ସ୍କୁଲ ର 170 ଚତ୍ର ଛାତ୍ରୀ ଯୋଗଦେଇଥିଲେ।ଏଥିରେ ତର୍କ, ବତ୍କୃତା, ସଙ୍ଗୀତ, ଚିତ୍ରାଙ୍କନ, କୁଇଜ୍, ହସ୍ତାକ୍ଷର ଓ ସାଂସ୍କୃତିକ କାର୍ଯକ୍ରମ ହୋଇ ପ୍ରଥମ , ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥି ମାନକ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା।ସାଂସ୍କୃତିକ କାର୍ଯ୍ୟକ୍ରମ ର ବିଚାରକ ରୂପେ ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନିରଞ୍ଜନ ଡାକୁଆ, ଶ୍ରୀ ତାରିଣୀ ଚରଣ ଦାଶ ଓ ସନ୍ ସାଇନ୍ ଇଣ୍ଟରନେସନାଲ ର ଶିକ୍ଷକ ଶ୍ରୀ ସୁବ୍ରତ କୁମାର ନାୟକ ଯୋଗଦେଇଥିଲେ।ସହଯୋଗ ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ସି ଆର ସି ସି ଶ୍ରୀ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ

News Comment

You Might Also Like

BACK TO TOP