Breaking News

ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||     

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧାରା ପଡିଲେ ପୋଲସରା ବ୍ଳକ ର ମାଛ୍ଅଧିକାରୀ |

15-Oct-2025

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ପଡିଲେ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ

ଓଡିଶା ଜନ ମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,

ପୁଣି ଭିଜିଲାନ୍ସ ପଞ୍ଝା ରେ ଲାଞ୍ଚୁଆ ବାବୁ l ବିଲ କରିଦେବା ପାଇଁ ହିତାଧିକାରୀ ଙ୍କ ଠାରୁ ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ l ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ର ସହକାରୀ ମତ୍ସ ଅଧିକାରୀ ସୁରେଶ କୁମାର ବେହରା ଙ୍କୁ ରଙ୍ଗେହାତ ଧରିଛି ଭିଜିଲାନ୍ସ l ମାଛ ଜାଆଁଳା ବିଲ କରିବା ପାଇଁ ଜଣେ ହିତାଧିକାରୀ ଙ୍କ ଠାରୁ ଫୋନ ପେ ଆଠହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାସନ୍ସ ବ୍ଲକ ପରିସର କାର୍ଯ୍ୟାଳୟ ରେ ଚଢାଉକରୀ କରିଛି l ଅନଲାଇନ ମାଧ୍ୟମରେ ବାବୁ ଲାଞ୍ଚ ନେଉଥିବା ସୂଚନା ମିଳିଥିବା ବେଳେ ପୋଲସରା ସହର ବାପୁଜୀ ନଗର ସ୍ଥିତ ଭଡା ଘର ଏବଂ କାର୍ଯ୍ୟାଳୟ ରେ ଚଢ଼ାଉ କରୀ କାଗଜପତ୍ର ସହ ଅଧିକ ଖୋଳତାଡ଼ କରୁଛି ଭିଜିଲାନ୍ସ ଟିମ l  ପୋଲସରା କାର୍ଯ୍ୟାଳୟରୁ ନଗଦ ୫୦ହଜାର ଟଙ୍କା ଓ ରହୁଥୁବା ଭଡା ଘରୁ ୧ଲକ୍ଷ ଟଙ୍କା ଏହିପରି ମୋଟ ୧ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଛି| ଏଥି ସହିତ ନିଜ ପୈତୃକ ଗ୍ରାମ ବରକୁଳ ରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି |ଚଢ଼ାଉ ସମୟରେ ଭିଜିଲାନ୍ସ ବିଭାଗ ର ଡ଼ିଏସପି ବୈଦେହୀ ବେହେରା, ଆଇ ଆଇ ସି ସୌମ୍ୟ ପଣ୍ଡା ଓ ଶରତ ପାତ୍ର, ଏ ଏସ ଆଇ ସଂଜୀବ ରେଡି, ଦୁର୍ଗାପ୍ରସାଦ ହୋତାପ୍ରମୁଖ ଏହି ଚଢ଼ାଉ ରେ ନିୟୋଜିତ ଥିଲେ | 
ପୁରୁଷୋତ୍ତମପୁର ରୁ ପ୍ରସନ୍ନ କୁମାର ଦାଶ ଙ୍କ ରିପୋର୍ଟ,

News Comment

You Might Also Like

BACK TO TOP