Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ତାରା ତାରିଣୀ କଲେଜ ରେ ଜାତୀୟସେବା ଯୋଜନା ୟୁନିଟ -2-ମହିଳା ର ପୋଷଣ ମାସ ସଚେତନତା |

16-Oct-2025

ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ୟୁନିଟ୍ -୨ (ମହିଳା)ର ରାଷ୍ଟ୍ରୀୟ ପୋଷଣ ମାସ ସଚେତନତା।

      ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର:୧୬/୧୦/୨୦୨୫ ରିଖ ରେ ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ୟୁନିଟ୍ -୨ ର ସଂଯୋଜିକା ସୁଶ୍ରୀ ସ୍ୱାଗତିକା ଦାଶଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ପୋଷଣ ମାସ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ  ପୋଷ୍ୟ ଗ୍ରାମ ଭୂତସରସୀଙ୍ଗିରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଭୂତସରସୀଙ୍ଗି ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀ ମନୋଜ କୁମାର ଦାସ ଯୋଗଦେଇ କିପରି ନବଜାତ ଶିଶୁ ଠାରୁ ବୃଦ୍ଧା ପର୍ଯ୍ୟନ୍ତ କିପରି ଏହାର ଏଥିରେ ପୀଡ଼ିତ ହୋଇଥାନ୍ତି ,ଏହାର ନିରାକରଣ, ଦୈନଦିନ  ସୁସ୍ଥ ଜୀବନ ପ୍ରଣାଳୀ , ତନ୍ତୁ ଜାତୀୟ ଖାଦ୍ୟ ଓ ପୃଷ୍ଠିକର,ପ୍ରତିଦିନ ବ୍ୟାୟାମ ,  ଆବଶ୍ୟକ ତାହା ଦର୍ଶାଇ ଥିଲେ।ଏଥିରେ ଉଭୟ ଭୂତସରସିଙ୍ଗି ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ତଥା ଶ୍ରୀମତୀ ରିତା ଜେନା,ଶ୍ରୀମତୀ କୁନି ଦଳାଇ, ଝରଣ ଅଙ୍ଗନୱାଡ଼ି କେନ୍ଦ୍ର କର୍ମୀ ବବିତା ମାଝୀ ଓ ରଘୁନାଥ ପଲ୍ଲୀ ର ଅଙ୍ଗନୱାଡ଼ି କେନ୍ଦ୍ର କର୍ମୀ ଶ୍ରୀମତୀ ସୁଜାତା ଗୌଡ଼ ପ୍ରମୁଖ ଜାତୀୟ ସେବା ଯୋଜନାର ସ୍ବେଛାସେବୀଙ୍କ ସହ ମିଶି ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବୁଝିବା ସହ ବିଭିନ୍ନ ଦୈନଦିନ ଜୀବନରେ କିଭଳ ସୁସ୍ଥ ତଥା ପୃଷ୍ଟିକର ଖାଦ୍ୟ ଗ୍ରହଣ କରିବା ତାହା ସଚେତନ କରିଥିଲେ।

News Comment

You Might Also Like

BACK TO TOP