Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ବିରୋଧୀ ଦଳ ନେତା ନବୀନ ପଟନାୟକ ଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ |

17-Oct-2025

ବିରୋଧୀ ଦଳ ନେତା ନବୀନ ପଟନାୟକ ଙ୍କ ଜନ୍ମ ଦିନରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ  ଅଭିନନ୍ଦନ |

         ଓଡିଶା ଜନ ମତ  ବ୍ୟୁରୋ,

ରାଜ୍ୟରେ 24 ବର୍ଷ ଶାସନ ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥାବର୍ତ୍ତମାନ ର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ତମାନ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏଥି ନିମନ୍ତେ ବିଜେଡି ଦଳର ପୂର୍ବତନ ମନ୍ତ୍ରୀ, ନେତା, କର୍ମୀ ମାନେ ତାଙ୍କୁ ଶୁଭେତ୍ସା ଜଣାଇବା  ସହରାଜ୍ୟର ସବୁଜିଲ୍ଲା ଓ ବ୍ଳକ ରେ ତାଙ୍କ ପାଈଁ ରକ୍ତଦାନ ଶିବିର ଆୟୋଜିତ କରିଛନ୍ତି | ବହୁ ନେତା, ମନ୍ତ୍ରୀ ତାଙ୍କୁ ପୁଷ୍ପ ଗୁଛ ଦେଇ  ଅଭିନନ୍ଦନ ଜଣାଇଥିଲା ବେଳେ ବର୍ତ୍ତମାନ ର  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବିରୋଧୀ ଦଳ ନେତା ନବୀନଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଫୋନ କରି ନମସ୍କାର ଜଣାଇବା ସହ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇ କହିଥିଲେ ମୁଁ ପ୍ରାର୍ଥନା କରୁଛି ଯେ ପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ। ତେବେ ନବୀନ ପଟନାୟକ ମଧ୍ୟ ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ |

News Comment

You Might Also Like

BACK TO TOP