Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ଗାଡ଼ିରେ ପ୍ରେସ ଲେଖି ଗଞ୍ଜେଇ ବେପାର ପୋଲିସ ଦ୍ୱାରା ଗିରଫ |

18-Oct-2025

ସାମ୍ବାଦିକ ପରିଚୟ ରେ ଗଞେଇ ବ୍ୟବସାୟ,

ଓଡିଶା ଜନ ମତ, ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ, 
 
ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ୍ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶ୍ରୀକ୍ଷେତ୍ର ବିହାର ଅଞ୍ଚଳରେ ଜିତେନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି କୁ ଅଟକାଇ ଯେରା କରି ତାଠାରୁ ୧୬ କିଲୋ ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଛି |ଏହା ସହ ପ୍ରେସ୍ ଲେଖା ଯାଇଥିବା ଏକ ମୋଟରସାଇକେଲ କୁ ମଧ୍ୟ ଜବତ କରିଛନ୍ତି। ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ବାସୁଦେବ ନଗର ରେରହୁଥିବା ଜିତେନ୍ଦ୍ରସାହୁ ନିଜକୁ ସାମ୍ବାଦିକ ଭାବେ ପରିଚୟ ଦେଇ  ନିଜ ଗାଡ଼ିରେ ପ୍ରେସ ଲେଖି  ଦୀର୍ଘ ଦିନ ହେଲା ଗଞେଇ ଚାଲାଣ କରୁଥିବା ପୋଲିସ କହିଛି। ଆଜି ତାକୁ ଅଟକାଇ ଯାଞ୍ଚ କରି ଗାଡ଼ି ଓ ଗଞେଇ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପ୍ରେସ ଭଳି ଏକମହାନ କାର୍ଯ୍ୟ ର ଅପବ୍ୟବହାର କରି ସାମ୍ବାଦିକ ଜାତି ପାଈଁ ଏକ କଳଙ୍କିତ ଅଟେ ତେଣୁ ମାନ୍ୟବର କୋର୍ଟ ଏହାଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଲେତାହାକୁ ଦେଖି ବଭିଷ୍ୟତ ରେ କିଏ ଏପରି କାର୍ଯ୍ୟ କରିବା ଆଗରୁ ଥରେ ଭାବିବ  |

News Comment

You Might Also Like

BACK TO TOP