Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ଓଡିଶା ଆନ୍ତଃ ମହାବିଦ୍ୟାଳୟ ଚେସ ପ୍ରତିଯୋଗିତା ରେ ବାଲିଗୁଡା ର ଦୁଇ ଛାତ୍ରୀ ଙ୍କ କୁର୍ତ୍ତିତ୍ୱ |

18-Oct-2025

୪୬ତମ ଆନ୍ତଃ ମହାବିଦ୍ୟାଳୟ ଚେସ ପ୍ରତିଯୋଗିତାରେ ବାଲିଗୁଡ଼ା ର ଦୁଇ ଛାତ୍ରୀଙ୍କ କୃତିତ୍ୱ,

ଓଡିଶା ଜନମତ/ବାଲିଗୁଡା/

ସଞ୍ଜୟ କୁମାର ପାଣିଗ୍ରାହୀ:ତା, ୧୮/୧୦:

  ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଠାରେ ଚାଲିଥିବା ୪୬ତମ ଆନ୍ତଃ ମହାବିଦ୍ୟାଳୟ ପୁରୁଷ ଓ ମହିଳା ଚେସ ପ୍ରତିଯୋଗିତାରେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ଦୁଇ ଛାତ୍ରୀ କୃତିତ୍ୱ ହାସଲ କରି ଫେରିଛନ୍ତି। ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ଗଙ୍ଗାଧର ପଣ୍ଡା ଙ୍କ ନେତୃତ୍ୱରେ ଏଠାରୁ ଯାଇଥିବା ଯୁକ୍ତ ତିନି କଳା ଶେଷ ବର୍ଷର ଛାତ୍ରୀ ନିର୍ମିତା ପ୍ରଧାନ ପ୍ରତିଯୋଗିତାରେ ପ୍ରଥମ ହୋଇଥିବାବେଳେ ଯୁକ୍ତତିନି କଳା ବିଭାଗର ଶେଷ ବର୍ଷ ଛାତ୍ରୀ ରେଶମା ରାଣୀ ପ୍ରଧାନ ଦ୍ବିତୀୟ ସ୍ଥାନ ହାସଲ କରିଛନ୍ତି। ଉକ୍ତ ଦୁଇ ଛାତ୍ରୀଙ୍କ ସଫଳତା ପାଇଁ ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମଣ ପାଳଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଉଭୟ ଛାତ୍ରୀଙ୍କୁ ଶୁଭେଛା ଜଣାଇଛନ୍ତି।

News Comment

You Might Also Like

BACK TO TOP