Breaking News

ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||     

ଖଲ୍ଲିକୋଟ ପୋଲିସ ଦ୍ୱାରା ବିପୁଳ ପରିମାଣ ର ବାଣ ଓ ବାଣ ତିଆରି ସାମଗ୍ରୀ ଜବତ |

18-Oct-2025

ଖଲ୍ଲିକୋଟ ରେ ବିପୁଳ ପରିମାଣ ର ବାଣ ଓ ବାଣ ତିଆରି ସାମଗ୍ରୀ ଜବତ।
ଓଡିଶା ଜନ ମତ,ଖଲ୍ଲିକୋଟ, ବିକାଶ କୁମାର ସାହୁ 

ତା --18/10/25:

   ଖଲ୍ଲିକୋଟ ଏନ ଏ ସି ଅନ୍ତର୍ଗତ  ଶ୍ୟାମସୁନ୍ଦରପୁର ଗାଁ ରେ ଖଲ୍ଲିକୋଟ ପୋଲିସ  ଚଢାଉ କରି  ଶନିବାର ଦିନ ବିପୁଳ ପରିମାଣର ବାଣ ଓ ବାଣ ତିଆରି ସାମଗ୍ରୀ ଜବତ କରିଛି। ପୂର୍ବରୁ ଏହି ଗ୍ରାମ ରେ  ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ ହୋଇ ଦୁର୍ଘଟଣା ମାନ ଘଟିଥାଏ।  ବାଣ ପ୍ରସ୍ତୁତି କରୁଥିବା ବେଳେ  କୈଣସି ସୂତ୍ରରୁ ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ଙ୍କ ନେତୃତ୍ୱ ରେ ଦୁଇଟି ଟିମ୍ ଗଠନ କରି ଶ୍ୟାମସୁନ୍ଦରପୁର ରେ ଚଢାଉ କରିଥିଲେ।  ଭିନ୍ନକ୍ଷମ ରାଜେନ୍ଦ୍ର ନାହାକ ଙ୍କ ଘରୁ ବାଣ ପ୍ରସ୍ତୁତି ସାମଗ୍ରୀ ସହ ବହୁ ବାଣ ଜବତ ହୋଇଛି। ରାଜେନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିବାରୁ  ପୋଲିସ ବାଣ ପ୍ରସ୍ତୁତି ନ କରିବା ପାଇଁ ତାଗିଦ କରିଥିଲେ ।

News Comment

You Might Also Like

BACK TO TOP