Breaking News

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||     

ଛତିଶ ଗଡ଼ ଜଗଦଳପୁର ରେ ଆତ୍ମ ସମର୍ପଣ କଲେ 208 ଜଣ ନକ୍ସଲ |

18-Oct-2025

୨୦୮ ଜଣ ନକ୍ସଲ ଜଗଦଳପୁର ରେ ଆତ୍ମ ସମର୍ପଣ କରିଛନ୍ତି ,

     ଓଡିଶା ଜନ ମତ  ବ୍ୟୁରୋ,

ଆଦିଲ୍ଲୀ,୧୭।୧୦: ଆଜି ଛତିଶଗଡ ର ଜଗଦଳ ପୁରରେ ଆତ୍ମସମର୍ପଣ କରିଛନ୍ତି 208 ଜଣ ନକ୍ସଲ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉପମୁଖ୍ୟମନ୍ତ୍ରୀ ଓ ପୁଲିସ ଡିଜିଙ୍କ ଉପସ୍ଥିତିରେ ସିପିଆଇ ମାଓବାଦୀ ସେଣ୍ଟ୍ରାଲ କମିଟି ମେମ୍ବର ରୁପେଶ ନେତୃତ୍ବରେ ନକ୍ସଲମାନେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ୧୫୩ଟି ମାରଣାସ୍ତ୍ର ସହ ଆତ୍ମସମର୍ପଣ କରିବାକୁ ପହଞ୍ଚିଥିଲେ ମାଓବାଦୀ । ଅସ୍ତ୍ରଶସ୍ତ୍ର ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଆହ୍ବାନକୁ ମାଓବାଦୀ ମାନେ ଗ୍ରହଣ କରି ଆତ୍ମସମର୍ପଣ କରୁଛନ୍ତି । ଦଣ୍ଡକାରଣ୍ୟ ଡିଭିଜନ ସଦସ୍ୟ ଭାସ୍କର ସହ ସାଥୀ ନକ୍ସଲମାନେ ଆତ୍ମସମର୍ପଣ ପାଇଁ ନଦୀ ଜଙ୍ଗଲ ରାସ୍ତା ପାର ହୋଇ ପହଞ୍ଚିଥିଲେ । ଇନ୍ଦ୍ରାବତୀ ଡିଭିଜନ ଓ ମାଦ ଡିଭିଜନର ନକ୍ସଲ ଆତ୍ମସମର୍ପଣ ପାଇଁ ଇନ୍ଦ୍ରାବତୀ ନଦୀ ଡେଇଁ ଚାଲି ଚାଲି ଯାଉଥିବା ବେଳେ ସେମାନଙ୍କୁ ପୁଲିସ ଓ ବିଏସଏଫ୍ ପକ୍ଷରୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା ।_

News Comment

You Might Also Like

BACK TO TOP