Breaking News

ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||     

ଲୋକନାଟକ ଗ୍ରାମୀଣ ଜନ ଜୀବନ ର ଏକ ଅବିଚ୍ଛେଦ୍ୟ ଅଙ୍ଗ |

19-Oct-2025

ଲୋକନାଟକ ଗ୍ରାମୀଣ ଜନଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ, ମହାସଚିବ ରୋଶନ୍,

     ଓଡିଶା ଜଜନ ମତ ବ୍ୟୁରୋ

ବ୍ରହ୍ମପୁର, ତା. ୧୯/୧୦ :   କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ମହାସଚିବ ସୁବାସ ଚନ୍ଦ୍ର ସାହୁ ସୁରଙ୍ଗୀ-ସୁମାଣ୍ଡି ଠାରେ ଆୟୋଜିତ ସାଂସ୍କୃତିକ ମହୋତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ କଳାକାର ତଥା ଶ୍ରଦ୍ଧାଳୁଙ୍କୁ ଲୋକନାଟକ ଗ୍ରାମୀଣ ଜନଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ହେତୁ ତାହାକୁ ଯଥାର୍ଥ ସହାୟତା ଯୋଗାଇବା ସହ ସୁରକ୍ଷା ପ୍ରତି ସଚେତ ରହିବା ଉଚିତ ବୋଲି ଉଦବୋଧନ ଦେଇଥିଲେ। ସୁମାଣ୍ଡି- ମା` ମଙ୍ଗଳା ନାଟ୍ୟ ସଂଘ ପରିଚାଳକ ମନୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରାଥୀତ୍ ଯଶା ଲୋକ ନାଟକ ନିର୍ଦ୍ଦେଶକ ଗୋକୁଳ ପ୍ରଧାନ, ମହାସଂଘ କୋଷାଧ୍ୟକ୍ଷ ମହେନ୍ଦ୍ର କୁମାର ସାହୁ, ଗ୍ରାମୀଣ ନାଟ୍ୟ ସଂଗଠକ ଶ୍ରୀଧର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ବରିଷ୍ଠ କଳାକାର ପାଣ୍ଡବ ପ୍ରଧାନଙ୍କ ସଂଯୋଜନା କ୍ରମେ ମହାସଂଘ ପକ୍ଷରୁ ପ୍ରତିଭାଧର କଳାକାରମାନଙ୍କୁ ସମ୍ବର୍ଦ୍ଧନା ଓ ପରିବେଷଣକାରୀ ଦଳର କଳାକାରମାନଙ୍କୁ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା।  କ୍ଷୀରୋଦ ପ୍ରଧାନଙ୍କ ମାନସିକ ପୂତ୍ତ୍ୟାର୍ଥେ ଆୟୋଜିତ ଏହି ସାଂସ୍କୃତିକ ଉତ୍ସବରେ ବମକୋଇ, ଶ୍ରୀଶ୍ରୀ ଗୋପୀନାଥ ନାଟ୍ୟ ସଂଘ ପ୍ରଯୋଜିତ ଲୋକ ନାଟକ `ପ୍ରହଲ୍ଲାଦ ନାଟକ` ପରିବେଷଣ କରାଯାଇଥିଲା। ଏଥିରେ ସର୍ବଶ୍ରୀ ଗୋକୁଳ ପ୍ରଧାନ, ପାଣ୍ଡବ ପ୍ରଧାନ, ଶୁଭମ୍ ପ୍ରଧାନ, ସଞ୍ଜୟ ରମୁଣୀ, kanha ପ୍ରଧାନ, ପ୍ରଦୀପ ପ୍ରଧାନ, ମୀନକେତନ ସାହୁ, ଦଣ୍ଡପାଣି ପାତ୍ର, ଖାଲି ପ୍ରଧାନ, ବାବୁଲା, ଧନୁ ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ବୁଦ୍ଧିରାମ, ରାମ, ପ୍ରତାପ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP