Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ତୁଳସୀ କ୍ଷେତ୍ର ରେ ଆଗାମୀ ପଞ୍ଚୁକ ନିମନ୍ତେ ହବିଷ୍ୟାଳୀ ଙ୍କ ପାଈଁ ପ୍ରସ୍ତୁତି ବୈଠକ |

20-Oct-2025

ବଳଦେବଜି ମନ୍ଦିର ରେ ହବିଷ୍ୟାଳି ଙ୍କ ପଞ୍ଚୁକ ବ୍ରତ ପାଳନ  ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ,

     ଓଡିଶା ଜନ ମତ ବ୍ୟୁରୋ,

ଓଡ଼ିଶାରେ ତୁଳସୀ କ୍ଷେତ୍ର ରୂପେ ପରିଚିତ  କେନ୍ଦ୍ରାପଡ଼ା ରେ ଅବସ୍ତିତ ବଳଦେବ ଜୀଉ ମନ୍ଦିର ରେ କାର୍ତ୍ତିକ ମାସ ଉପଲକ୍ଷେ  ହବିଷ୍ୟାଳି ଙ୍କ ନିମନ୍ତେ  ଆଗକୁ  ପଞ୍ଚୁକ ବ୍ରତ ଥିବାରୁ ସେଥି ପାଈଁ  ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମପରିସର ରେ  ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ବତୀ ଙ୍କ ଅଧକ୍ଷତା ରେ ଏବଂ ଜିଲ୍ଲା ର ବିଜେପି ନେତୃବୃନ୍ଦ ଙ୍କ ଉପସ୍ଥିତି ରେ ଏକ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇ ଯାଇଛି |  ଚଳିତ ଅକ୍ଟୋବର ମାସ ୩୧ତାରିଖ ଠାରୁ ନଭେ ନଭେମ୍ବରମାସ ୫ ତାରିଖ ପର୍ଯ୍ୟନ୍ତ ତୁଳସୀ କ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ଶ୍ରୀବଳଦେବଜୀଉଙ୍କ ଯାତ୍ରୀ ନିବାସରେ  ହବିଷ୍ୟାଳମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସର ରେ ଦୈନିକ ବି ଭି ନ୍ନ ସାଧୁ ସନ୍ଥ ମାନଙ୍କ ଦ୍ଵାରା ଆଧ୍ୟାତ୍ମିକ ବଚନ, ଆଲୋଚନା ଚକ୍ର ଓ ସଂକୀର୍ତ୍ତନ  କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇ ଥିଲା। ଏଥି ପାଇଁ ଆବଶ୍ୟକ ପ୍ରସ୍ତୁତି କିଭଳି କରାଯିବ ‌ ସେଥୁନିମନ୍ତେ ଯଥାଯଥ  ଭାବେ କାର୍ତ୍ତିକପଞ୍ଚୁକ ବ୍ରତ ବିଧ ମୁତାବକ ପାଳନ ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା।
ପ୍ରସ୍ତୁତି  ବୈଠକରେ ଜିଲ୍ଲା ପରିଷଦ ସଭାପ ପତି ଲିଲିତା ଦାସ, ଜିଲ୍ଲା ବିଜେପି ସଭାପତି ଶଶାଙ୍କ ଶେଖର ସେଠୀ,  ବିଜେପି ନେତ୍ରୀ ଗିତାଞ୍ଜଳୀ ସେଠୀ, ଅଭି ମନ୍ୟୁ ଗୋଛାୟତ, ଗୋଲଖ ଚନ୍ଦ୍ର ବେହେରା, ଅମୀୟ ପଣ୍ଡା, ବଳଦେବ ସେନାର ସଭାପତି ପପୁନ ସ୍ଵାଇଁ, ସେନାର ସମ୍ପାଦକ ଓ ଅନ୍ୟ ସଦସ୍ୟ ମାନେ, ଦ୍ରୌପଦୀ ରାଉତ, ରୀତାଞ୍ଜଳି ନାଥ, ପାର୍ବତୀ ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏସମ୍ପର୍କରେ କର୍ମ କର୍ତ୍ତାମାନେ ଜିଲ୍ଲାପାଳଙ୍କ ସହ କଥାବାର୍ତ୍ତା ହୋଇଥ୍ବା ପ୍ରକାଶ କରିଥିଲେ । ବ୍ରହ୍ମଚାରୀ ନୃସିଂହ ନାଥ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ତୁଳସୀ କ୍ଷେତ୍ର ରେ ରହି କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ କରି ବାକୁ ଚାହୁଁ ଥି ବା ମାଆ ମାନେ ଯଥାଶୀଘ୍ର ଗରାପୁର ଶିବାନନ୍ଦ ଆଶ୍ରମ  ସହିତ ଯୋଗାଯୋଗ କରିବାକୁ ଆଶ୍ରମ ପକ୍ଷରୁ  ନିବେଦନ କରା ଯାଇଛି |

News Comment

You Might Also Like

BACK TO TOP