Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଓଡିଶାକୁ ଆସୁଛି ପୁଣି ତିନୋଟି ଲଘୁଚାପ ,

21-Oct-2025

ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ବୟାନ ଆସୁଥିବା ବାତ୍ୟା ଓ ଲଘୁଚାପ ମୁକାବିଲା ପାଈଁ ଆମେ ପ୍ରସ୍ତୁତ ଅଛୁ,
(ଓଡିଶା କୁ ପୁଣି ଆସୁଛି ତିନୋଟି ଲଘୁଚାପ,

ଓଡିଶା ଜନ ମତ ବ୍ୟୁରୋ,|

ଓଡିଶା ରୁ କିଛିଦିନ ତଳେ ମୌସୁମୀ ଚାଲି ଯାଇଥିଲା ବେଳେ, ଲୋକେ ଓ ଚାଷୀ ମାନେ ଆଶ୍ବସ୍ତି ଲାଭ କରିଥିଲା ବେଳେ ଗୋଟିଏ  ନୁହେଁ ଲଗାତର ୩ଟି ଲଘୁଚାପ ଆସୁଥିବାର ନେଇ ଭୁବନେଶ୍ୱରପାଣିପାଗ ବିଭାଗ ଆକଳନ କରିଛି |  ପାଣିପାଗ ବିଜ୍ଞାନୀ ଶରତ ସାହୁ ଏ ନେଇ ଆକଳନ କରିଛନ୍ତି । ବର୍ତମାନ ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ଵିତୀୟ,ଓ ୨୯ ବେଳକୁ ୩ୟ ଲଘୁଚାପ ତେବେ ବର୍ଷ ମାନ ସୃଷ୍ଟି  ହୋଇ ବର୍ଷା ସହିତ ବାତ୍ୟା ହେବାର ସମ୍ଭାବନା ରହିଥିବାର ଶ୍ରୀସାହୁ କହିଛନ୍ତି | ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ ବୋଲି ଆଶଙ୍କା କରାଯାଇଛି । ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲା ମାନଙ୍କରେ ଅଧିକ ବର୍ଷା ହୋଇପାରେ। ୨୬/୨୭ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତହେବା ସମ୍ଭାବନା ରହିଛି। ପ୍ରଥମଟିର ବେଶୀ ପ୍ରଭାବ ପଡ଼ିନପାରେ |  ଦ୍ଵିତୀୟର ପ୍ରଭାବ ବେଶୀ – ରହିବ ‌। ମାତ୍ର ୩ଟି ଲଘୁଚାପ ନେଇ ଆଇଏମ୍‌ଡି ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।  ପାଣିପାଗ ବିଭାଗରଆକଳନକରିଛି ଯେ 
ବଙ୍ଗୋପସାଗରମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେବ । ଆସନ୍ତାକାଲି ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖ୍ ୨୦ ଜିଲାକୁ ପାଣିପାଗ ବିଭାଗ
ପକ୍ଷରୁ ଆଲର୍ଟ ଜାରି କରାଯାଇଛି। କାରଣ
ଏହି ବର୍ଷା ଆସନ୍ତା ସପ୍ତାହେ ଧରି ଲାଗି ରହିବା ସହିତ ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି । ସମ୍ଭାବ୍ୟ ବାତ୍ୟା ଓ ଲଘୁ ଚାପଜନିତ ପ୍ରବଳବର୍ଷାପାଇଁଜିଲ୍ଲାପ୍ରଶାସନ
କୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖୁ ସବୁ -ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ |
ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ଲଘୁଚାପ –
ସୃଷ୍ଟି ହେବାର ସମ୍ଭାବନା ରହିଛି ।ରାଜସ୍ୱ ମନ୍ତ୍ରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର-ଆକଳନ ହୋଇଛି। ବାତ୍ୟା ନେଇଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି।
ଏହା ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତିକରିବ | ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
୭ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କାକରିଛି ପାଣିପାଗ ବିଭାଗ  | ରିପୋର୍ଟ  ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ – ଅରେଞ୍ଜ ଆଲର୍ଟରେ ରଖୁଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ – ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖୁଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥ‌ିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ।
ଏଣେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ – ଦିଗ କରି ଆସନ୍ତାକାଲି ଅବପାତରେ ପରିଣତହେବ |
ଏହାର ପ୍ରଭାବ ଓଡ଼ିଶା ଉପରେପଡିବ ନାହିଁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି  ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ ।ଆସନ୍ତାକାଲି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି|ଏହାମାଲକାନା ଗିରି,-କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ଵର ଜିଲ୍ଲାକୁ ୟେଲୋ ଓ୍ବାଶିଂ ଦେଇଛି ପାଣିପାଗ ବିଭାଗ ।

News Comment

You Might Also Like

BACK TO TOP