Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଖଲ୍ଲିକୋଟ ବନ ବିଭାଗ ଆଗରେ ଜଙ୍ଗଲ ଜମି ପଟା ଯୋଗାଇବା ନିମନ୍ତେ ଆଦିବାସୀ ଙ୍କ ବିରାଟ ରାଲି ||

22-Oct-2025

ଜଙ୍ଗଲ ଜମି ପଟ୍ଟା ଯୋଗାଇବା ଦାବୀ କରି ଖଲ୍ଲିକୋଟ ରେ ଆଦିବାସୀ ଙ୍କ ବିରାଟ ରାଲି ସହ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ  ବିକ୍ଷୋଭ ପ୍ରଦର୍ଶନ,
ଓଡିଶା ଜନମତ , ଖଲ୍ଲିକୋଟ, ବିକାଶ କୁମାର ସାହୁ
ତା -୨୨/୧୦/୨୦୨୫:

ଆଦିବାସୀ ମାନେ ଜଙ୍ଗଲ ଜମି ପଟ୍ଟା ଯୋଗାଈ ଦେବାକୁ ବାରମ୍ବାର ଦାବୀ କରିବା ସତ୍ୱେ ପ୍ରଶାସନ କୌଣସି ପଦକ୍ଷେପ ନେଉ ନାହିଁ। ସେଥିପାଇଁ ଆଜି ବାଦପଲ୍ଲୀ ପଂଚାୟତ ର ୧୧ ଗୋଟି ଗ୍ରାମ ର ଆଦିବାସୀ ମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ବାଦ୍ୟ ବଜାଇ ଖଲ୍ଲିକୋଟ ରେ ବିରାଟ ରାଲି କରିବା ସହିତ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାରମ୍ବାର ଦାବୀ ସତ୍ୱେ ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଯୋଗାଇବାକୁ କୌଣସି ପଦକ୍ଷେପ ନିଆ ଯାଉ ନାହିଁ। ବୁଧ ବାରେ ବାଦପଲ୍ଲୀ ପଞ୍ଚାୟତର ୧୧ ଖଣ୍ଡ ଗ୍ରାମବାସୀ ଖଲ୍ଲିକୋଟ ମର୍ଦ୍ଦରାଜ ଶିଶୁ ଉଦ୍ୟାନ ଠାରୁ ପାରମ୍ପରିକ ଅସ୍ତ୍ରଶସ୍ତ୍ର ରେ ସଜ୍ଜିତ ହୋଇ ବାଦ୍ୟ ବଜାଇ ଏକ ବିରାଟ ରାଲି ରେ ବାହାରି ବନ ବିଭାଗ କାର୍ଯ୍ୟାଳୟ ରେ ପହଂଚି ଥିଲେ। ସେଠାରେ ଧାରଣା ରେ ବସିବା ସହ ଏକ  ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ୨୦୦୬ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ଆଦିବାସୀ ମାନଙ୍କୁ ଜମି ଚିହ୍ନଟ କରି ଏଯାବତ ପଟ୍ଟା ବଣ୍ଟନ କରାଯାଇନଥିବାରୁ ସେମାନେ ପ୍ରତିବାଦ କରିଥିଲେ ।

News Comment

You Might Also Like

BACK TO TOP