Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ରାଜ୍ୟରେ 5630 ପ୍ରାଇମେରୀ ସ୍କୁଲ ବନ୍ଦ କରିବେ ସରକାର |

23-Oct-2025

ରାଜ୍ୟରେ ବନ୍ଦ ହେବ ୫୬୩୦ ବିଦ୍ୟାଳୟ ରାଜ୍ୟରେ ବନ୍ଦ ହେବାକୁ ଯାଉଛି ||

(ପଶ୍ଚିମ ଓଡ଼ିଶାରୁ ସର୍ବାଧିକ ୧୮୨୬ ସ୍କୁଲ,

         ଓଡିଶା ଜନ ମତ ବ୍ୟୁରୋ,

ଶିକ୍ଷା ବ୍ୟବସ୍ତା କୁ ସୁଧାରିବା ଲକ୍ଷରେ ପୂର୍ବ  ସରକାର ଙ୍କ ସମୟରେ ଏବଂ ବର୍ତମାନ ବିଜେପି ସରକାର  ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟକୁ ବନ୍ଦ କରିବେ ବୋଲି ଏକ ନିଷ୍ପତି ନେଇଛନ୍ତି | ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ସର୍ଭେ ମଧ୍ୟ ସରିଛି | ରାଜ୍ୟସାରା ପ୍ରାୟ ୫୬୩୦ ବିଦ୍ୟାଳୟକୁ ବନ୍ଦ କରିବା ନିମନ୍ତେ ସର୍ଭେ କରାଯାଇଥ‌ିବାବେଳେ କେବଳ ପଶ୍ଚିମ ଓଡ଼ିଶାରେ ୧୮୨୬ ବିଦ୍ୟାଳୟ ରହିଛିଯାହାକି ବନ୍ଦ କରିବା ପାଇଁ ଚିହ୍ନଟ ହୋଇଛି।ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧ‌ିକ ୩୯୭ଟି ବିଦ୍ୟାଳୟକୁ ବନ୍ଦ ବା ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ଜିଲ୍ଲା କମିଟି ସୁପାରିଶ କରିଛି  | ସେହିପରି ନୂଆପଡ଼ା ଜିଲ୍ଲାର ୧୫୬ଟି ବିଦ୍ୟାଳୟ ଏହି ତାଲିକାରେ ରହିଛି | ସାଧାରଣ ନିର୍ବାଚନ ପୂର୍ବରୁ ବନ୍ଦ ସ୍କୁଲ୍‌ଗୁଡ଼ିକୁ ଖୋଲିବା ପାଇଁ ପ୍ରତିଶ୍ରୁତି ଦେଇଥିବା ବିଜେପି ସରକାର ଆସିବା ପରେ ବିଦ୍ୟାଳୟଗୁଡିକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟକୁ ବନ୍ଦ ବା ନିକଟସ୍ଥବିଦ୍ୟାଳୟରେ ମିଶ୍ରଣ ପାଇଁ ଗତ ମାର୍ଚ୍ଚ ମାସରେ ବିଜ୍ଞପ୍ତି ଜାରି ହୋଇଥିଲା | ସେହି ଅନୁଯାୟୀ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ) ଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ କମ୍ ପିଲା ଥୁବା ବିଦ୍ୟାଳୟର ଭିତ୍ତିଭୂମି ଯାଞ୍ଚ କରିବା ସହ ନିକଟସ୍ଥ ବିଦ୍ୟାଳୟ ସହ ଦୂରତା ସମ୍ପର୍କରେ ସର୍ଭେ କରାଯାଇ ଥିଲା । ତଦନୁଯାୟୀ ସୁନ୍ଦଗଡ଼ ଜିଲ୍ଲାରେ ସର୍ବାଧ‌ିକ ୩୯୭ଟି ବିଦ୍ୟାଳୟ ଚିହ୍ନଟ ହୋଇ      ଥିବାବେଳେ ବରଗଡ଼ ଜିଲ୍ଲରେ ୨୭୩,  ବଲାଙ୍ଗୀରରେ ୨୮୬, ବୌଦ୍ଧରେ ୧୪୫, ନୂଆପଡ଼ାରେ ୧୫୬, ସମ୍ବଲପୁରରେ ୨୩୩ , ଦେବଗଡ଼ରେ ୮୫, ସୋନ ପୁରରେ  144 ବିଦ୍ୟଳୟ ବନ୍ଦ କରିବାପାଈଁ ନିଷ୍ପତି ନିଆଯାଇଛି | କାରଣ ଯେଉଁ ସ୍କୁଲରେ କମ ପିଲା ଅଛନ୍ତି ସେଠାରେ ସରକାର ଙ୍କ ଅଧିକ ଅର୍ଥ ବ୍ୟୟ ବରାଦ ହେଉଛି | ତେଣୁ ଅଭିଭାବକକମିଟି ସହ ଏହାଉପରେ ଶିକ୍ଷା ବିଭାଗରଜିଲ୍ଲା ଶିକ୍ଷାଧିକାରୀ ମାନେ ବସି ପିଲାମାନଙ୍କୁ ସେହି ସ୍କୁଲ ଠାରୁ ନିକଟ ତମ ସ୍କୁଲ ରେ ମିଶ୍ରଣ ପ୍ରକ୍ରିୟା କରାଯିବ ବୋଲି ରାଜ୍ୟ ସରକାର ମତ ଦେଇଛନ୍ତି |

News Comment

You Might Also Like

BACK TO TOP