Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଗଜପତି ଓକିଲ ଙ୍କୁ ଏସିଡ ମାଡ଼ ଓ ଅଭିଯୁକ୍ତ କୁ ଧରିବା ପାଈଁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ |

14-Nov-2024

ଓକିଲ ଙ୍କୁ ଏସିଡ ମାଡ ଘଟଣାରେ ସମ୍ପୃକ୍ତ ଆସାମୀ ଙ୍କୁ ଗିରଫ ସହ ଓକିଲ ମାନଙ୍କୁ ସୁରକ୍ଷା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଦାବୀ ପତ୍ରପ୍ରଦାନ ।  

               ଓଡିଶା ଜନମତ  ବ୍ୟୁରୋ,

ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଠାରେ କାର୍ଯ୍ୟ କରୁଥିବା ଓକିଲ ତଥା ମୋହନା ଓକିଲ ସଂଘ ଏକତ୍ରିତ ହୋଇ କୋର୍ଟ ପରିସର ରୁ ଏକ ଶୋଭାଯାତ୍ରା ରେ ବାହାରି ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଠାରେ ପହଞ୍ଚି ତହସିଲଦାର ଙ୍କ ଅନୁପସ୍ଥିତି ରେ ତହସିଲ ଅଫିସ ରବରିଷ୍ଟ କିରାଣୀ ଙ୍କୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଥିଲେ।ସେହି ଦାବୀ ପତ୍ରରେ ଉଲ୍ଲେଖ କରି ଛନ୍ତି ଯେ ଚଳିତ ମାସ ନଅ ତାରିଖ ଅପରାହ୍ନ ୪.୩୦ ମିନିଟ ସମୟରେ ପାରଳା ଖେମୁଣ୍ଡି ର ବରିଷ୍ଟ ଓକିଲ ପି. ରାମା ରାଓ ଘରେ ବିଶ୍ରାମ ନେଉଥିବା ସମୟରେ ଦୁଇ ଜଣ ମୁଖା ଧରି ଦୁର୍ବୃତ୍ତ ବୁଲେଟ୍ ରେ ଆସି କବାଟ ବାଡେଇ ଡାକି ଅତର୍କିତ ଏସିଡ ମାଡ କରି ସେହି ଦିନ ଠାରୁ ଫେରାର ଅଛନ୍ତି। ସେହି ଘଟଣା ଫଳରେ ବରିଷ୍ଟ ଓକିଲ ଜଣକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉ ଛନ୍ତି। ଆସାମୀ ମାନଙ୍କୁ ଯଥା ଶୀଘ୍ର ଗିରଫ କରିବା ସହ ଓକିଲ ମାନଙ୍କୁ ସୁରକ୍ଷା ଦେବା ନିମନ୍ତେ ଏକ ଆଇନ ଆଣିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ କରି ଦାବୀ ପତ୍ର ପ୍ରଦାନ କରିଛନ୍ତି। ଏହି ଦାବୀ ପତ୍ର ପ୍ରଦାନ ସହ ଶୋଭାଯାତ୍ରା ର ନେତୃତ୍ଵ ନେଇଥିଲେ ବାର ଆସୋସିଏସନ୍ ର ସଭାପତି ସନ୍ତୋଷ କୁମାର ପାଢ଼ୀ ଏବଂ ସଂଗଠନ ର କର୍ମକର୍ତ୍ତା।  ଶୋଭାଯାତ୍ରା ରେ ସମସ୍ତ ଓକିଲ ସହଯୋଗ କରିଥିବା ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP