Breaking News

ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||     

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୁରୁଷୋତ୍ତମପୁର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ବୈଠକ |

24-Oct-2025

ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ର ଜୋନ  ସ୍ତରୀୟକର୍ମୀ ସମ୍ମିଳନୀ ଅନୁଷ୍ଠିତ,

          ଓଡିଶା ଜନମତ ବ୍ୟୁରୋ 

ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପୁରୁଷୋତ୍ତମପୁର ଜୋନ ସ୍ତରୀୟ   କର୍ମୀ ସମ୍ମିଳନୀ ବୈଠକ ଜୋନ ସ୍ତରୀୟ ସମ୍ପାଦକସାଥି ସତ୍ୟନାରାୟଣ ମହାପାତ୍ର ଙ୍କ ସଂଯୋଜନା ରେ   ଅନୁଷ୍ଠିତ  ହୋଇଯାଇଛି | ଏହି ବୈଠକ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ସମ୍ପାଦକ ସାଥି ଶ୍ରୀହର୍ଷ ରଥ ଯୋଗଦେଇ କମ୍ୟୁନିଷ୍ଟ ପାର୍ଟି ର ଆଭିମୁଖ୍ୟ ସହିତ ଦେଶ ଓ ରାଜ୍ୟର ରାଜ ନୈତିକ ପରିସ୍ଥିତି ସମ୍ପର୍କରେ କର୍ମୀ ମାନଙ୍କ ସହିତ ଆଲୋଚନା କରିଥିଲେ |ଏବଂ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ସାଥି ପ୍ରକଶ ଚନ୍ଦ୍ର ପାତ୍ରକହିଲେ କି ପାର୍ଟିର ପ୍ରତେକ କର୍ମୀ ତଳସ୍ତର ର ଗରିବ ଖଟିଖିଆ, ଦିନ ମଜୁରିଆ ଙ୍କ ସୁଖ, ଦୁଃଖ ରେ ସାଥିହୋଇ ସେମାନଙ୍କ ଅଭାବ, ଅସୁବିଧା ରେ ଠିଆ ହୋଇ ଭଗିଦାରୀ ହୋଇ ପାରିଲେ ଆମ ସଂଘଟନ କୁ ଆଗକୁ ନେଇ ପାରିବା | ଗଞ୍ଜାମ ଜିଲ୍ଲା ସମ୍ପାଦକ ମଣ୍ଡଳୀ ସଭ୍ୟ ସାଥୀ ପ୍ରବୀଣ କୁମାର ଦାଶ ଯୋଗଦେଇ ଥିଲେ |  ସାଥୀ ଦେବରାଜ ଗୌଡ଼ ଏହି ସମ୍ମିଳନୀ ରେ ସଭାପତିତ୍ବ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଜୋନରନେତୃମଣ୍ଡଳୀ ର ସାଥୀ ସୁନୀଲ ବେହେରା, ଯୋଗୀନ୍ଦ୍ର ନାହାକ,ପ୍ରହଲାଦ ସ୍ୱାଇଁ,ଦଣ୍ଡପାଣି ପ୍ରଧାନ, ସାଥୀ ଉଦୟ ମହାରଣାଙ୍କ ନେତୃତ୍ୱରେ ଏକ ସହ ରୁ ଉର୍ଦ୍ଧ ସାଥୀ ଯୋଗ ଦେଇଥିଲେ |

News Comment

You Might Also Like

BACK TO TOP