Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ବ୍ରହ୍ମପୁର ବଡ଼ ମେଡିକାଲ କୁ ମହିଳାଙ୍କ ଅଙ୍ଗଦାନ |

26-Oct-2025

ବଡଡାକ୍ତରଖାନାକୁ ଶରୀର ଦାନ 

ଓଡିଶା ଜନ ମତ, ବ୍ରହ୍ମପୁର,କୈଳାଶ ଚନ୍ଦ୍ର ଚୌଧୁରୀ , 

ରେଶମ ନଗରୀ ବ୍ରହ୍ମପୁର ସହରର ଶାନ୍ତି ନଗର ଅଞ୍ଚଳର କେ ଭାଗ୍ୟ ଲକ୍ଷ୍ମୀ ନାମ୍ନୀ ଜଣେ ମହିଳାଙ୍କର ଗତକାଲି ରାତିରେ ବିୟୋଗ ହୋଇଥିଲା। ଏହି ଭଳି ପରିସ୍ଥିତିରେ ସୁଦୁର ବାଙ୍ଗାଲୋରରେ ରହୁଥିବା ତାଙ୍କର ଦୁଇ ଭଉଣୀ ଙ୍କ ସହମତି କ୍ରମେ ବ୍ରହ୍ମପୁର ସହରର ମାନବବାଦୀ ହେତୁବାଦୀ ସଙ୍ଗଠନ ଓ ଫ୍ରେଣ୍ଡସ ହେଲପିଂ ସଙ୍ଗଠନ ପକ୍ଷରୁ ବଡଡାକ୍ତରଖାନାର ଆନାଟମି ବିଭାଗ କୁ ମୃତ ଭାଗ୍ୟ ଲକ୍ଷ୍ମୀ ଙ୍କ ମରଶରୀରକୁ ଦାନ କରାଯାଇଛି ଓ ବିଭାଗୀୟ ପ୍ରଫେସର ଡ଼ଃ ଜେ ସାଗର ପୃଷ୍ଟିଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ସମୟରେ ଉକ୍ତ ସଙ୍ଗଠନର ବହୁ କର୍ମକର୍ତ୍ତା ଓ ବଂଧୁ ବାନ୍ଧବ ଓ ଞାତି କୁଟୁମ୍ବ ଉପସ୍ଥିତ ଥିଲେ। ଏହି ଭଳି ଶରୀର ଦାନ ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କର ହୋଇଛି ବୋଲି ବିଭାଗୀୟ ସୁତ୍ରରୁ ଜଣାପଡିଛି।

News Comment

You Might Also Like

BACK TO TOP