Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଅଯୋଧ୍ୟା ରେ ଚାଲିଥିବା ରାମଚନ୍ଦ୍ରଙ୍କ ମନ୍ଦିର କାର୍ଯ୍ୟ ସମ୍ପୂଣ୍ଣ ହେଲା |

28-Oct-2025

ଶେଷ ହେଲା ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ,
(ଭକ୍ତ ଙ୍କ ମନରେ ଖୁସିର ଲହରୀ,

        ଓଡିଶା ଜନ ମତ ବ୍ୟୁରୋ,

ବହୁବର୍ଷର ପ୍ରତୀକ୍ଷାର ଅନ୍ତ ଘଟିଛି | ଅଯୋଧ୍ୟାରେ ନିତି ନିୟମ, ପାଇଁ ତରବରିଆ ଭାବେ ମନ୍ଦିର ପ୍ରତିଷ୍ଠା ଉତ୍ସବ କରାଯାଇଥିଲା ବେଳେ, ଦୀର୍ଘଦିନ ଧରି ଚାଲିଥିବା ବାକି ସବୁ ମନ୍ଦିର ର କାରୁକାର୍ଯ୍ୟ, ରଙ୍ଗ ଦେବା କାର୍ଯ୍ୟ ସମ୍ପୂର୍ଣ ଭାବରେ  ଶେଷ ହୋଇଛି । ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ଏବେ ସରିଲା । ମନ୍ଦିର ନିର୍ମାଣ କାର୍ଯ୍ୟ ଓ ଉଦଘାଟନ କାର୍ଯ୍ୟ ୨୨ ଜାନୁଆରୀ 2024 ରେ  ହୋଇଥୁଲା । ଆଜି ପୂର୍ଣାଙ୍ଗ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିବା ମନ୍ଦିର କର୍ତ୍ତୃପକ୍ଷ  ସାମାଜିକ ଗଣମାଧ୍ୟମ ଏକ୍ସରେ ସୂଚନା ଦେଇଛନ୍ତି । ମନ୍ଦିର କର୍ତ୍ତୃପକ୍ଷ କହିଛନ୍ତି, ଆମେ ପ୍ରଭୁ ଶ୍ରୀରାମଙ୍କ ସମସ୍ତ ଭକ୍ତଙ୍କୁ ଏହା ଜଣାଇ ବହୁତ ଖୁସି ହେଉଛୁ ଯେ, ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ସମାପ୍ତହୋଇଛି । କିଛି କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ଯେପରିକି ୩.୫ କିଲୋମିଟର ପ୍ରାଚୀର,କର୍ତ୍ତୃପକ୍ଷକାର୍ଯ୍ୟାଳୟ, ଅତିଥି ଗୃହ, ପ୍ରେକ୍ଷାଳୟ ଏବଂ ସଭାଗୃହ ଇତ୍ୟାଦି  କାର୍ଯ୍ୟ ବହୁତ ଦିନ ଲାଗିବ । ଏହି କାମ ପାଇଁ କୌଣସି ପ୍ରଭାବ ଭକ୍ତଙ୍କ ଉପରେ ପଡ଼ିବ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ କ‌ହିଛି କି, ମାନଚିତ୍ର ଅନୁସାରେ ରାସ୍ତା ଏବଂ – ଫ୍ଲୋରିଂରେ ପଥର ଲଗାଇ ଥବା କାର୍ଯ୍ୟ ଏଲଆଣ୍ଡ ଟି ଦ୍ଵାରାତଥାଭୂମିସୌନ୍ଦର୍ଯ୍ୟ, ଲ୍ୟାଣ୍ଡିଂ ସ୍କୋପିଂ କାର୍ଯ୍ୟ ସହିତ ୧୦ ଏକର ପଞ୍ଚବଟୀ ନିର୍ମାଣ ଉଗଜ ଦ୍ୱାରା ଦ୍ରୁତଗତିରେ କରା ଯାଉଛି । ସମସ୍ତ କାର୍ଯ୍ୟ ଏବେ ଚାଲିଛି । ତାହା ମଧ୍ୟ ଅତିଶୀଘ୍ର ଶେଷ କରାଯିବ ବୋଲି ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି | ଯାହା ହେଉ ପ୍ରଭୁ ରାମଲାଲା ଙ୍କଅପାର କରୁଣା ଓ ମନ୍ଦିର କର୍ତ୍ତୃପକ୍ଷ ଙ୍କ ସହିତ ପ୍ରଧାନମନ୍ତ୍ରୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ, କିଛି ସାଧୁ, ସନ୍ଥ, ବଦାନ୍ୟ ବ୍ୟକ୍ତି ବେଶେଷ, ବୈଷ୍ଣବ,ସ୍ବେଛାସେବୀ, ଭକ୍ତ ଓ  ସ୍ଥାନୀୟ  ଜନସାଧାରଣ ଙ୍କ ସମ୍ପୂର୍ଣ ସହଯୋଗ  ଦ୍ୱାରା ମନ୍ଦିର କାର୍ଯ୍ୟ ସମ୍ପୂର୍ଣ ହୋଇପାରିଛି| ବାକି ଅନ୍ୟନ୍ୟ କାମ ମଧ୍ୟ ଠିକ ସମୟରେ ସରିବାର ଶୁଣି ଭକ୍ତଙ୍କ ମନରେ ପ୍ରବଳ ଉତ୍ସାହ  ଦେଖା ଯାଇଛି |

News Comment

You Might Also Like

BACK TO TOP