Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ନିର୍ଯ୍ୟାତନା ଦେବା ଅଭିଯୋଗ ରେକଟକ ଟାଙ୍ଗିଥାନା ଆଇଆଇସି ଙ୍କୁ ନିଲମ୍ବିତ କଲେ ଡିଜିପି ||

28-Oct-2025

ନିର୍ଯାତନା ଦେବା ଅଭିଯୋଗରେ ଥାନା ଅଧୁକାରୀ ଙ୍କୁ ନିଲମ୍ବିତ    କଲେ ଡିଜିପି, 

      ଓଡିଶା ଜନ ମତ ବ୍ୟୁରୋ

ପାୱାର  ଟିକେ ମିଳିଗଲେ କିଛି ବ୍ୟକ୍ତି ନିଜକୁ ସର୍ବେ ସର୍ବା ଭାବି ଯାହାତାହା ମନଇଚ୍ଛା କାର୍ଯ୍ୟ କରି  ବାହାବା ଦେଖାନ୍ତି |ଯେତେବେଳେପଟପରିବର୍ତ୍ତନ ହୋଇଯାଏ ସେ ଜାଣିନଥାନ୍ତି ତାଙ୍କ ଭାଗ୍ୟରେ କଣ ଘଟୁଛି | ଏପରି ଏଜ ଘଟଣା ଦେଖି ବାକୁ ମିଳିଛି କଟକ ଜିଲ୍ଲା ଟାଙ୍ଗୀ ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ରାଙ୍କକ୍ଷେତ୍ରରେ | ଏପରି ଏକ ଘଟଣା ଯାହାକି ଦିନେ ସ୍ବପ୍ନ ରେ ମଧ୍ୟ ଭାବିପାରି ନଥିଲେ ଥାନା ଆଇ ଆଇସି ଶିବ ପ୍ରସାଦ ଭଦ୍ରା | ଯାହାଶୁଣି ତାଙ୍କ ଆତ୍ମଗର୍ବ ଭାଙ୍ଗିଯିବା ସହିତ ତାଙ୍କ ପାଦ ତଳୁ ମାଟି ଖସି ଯାଇଥିଲା | ତାହାହେଉଛି ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ । ତାହାର କାରଣ ହେଉଛି,ଟାଙ୍ଗୀ ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ୍ ଭାବେ ଅଟକ ରଖିବାସହ ତାକୁ ଥାନା ମଧ୍ୟରେ ନିର୍ଯାତନା ଦିଆଯାଇଥିବା ପରିବାର ପକ୍ଷରୁ ସଙ୍ଗୀନ ଅଭିଯୋଗ ହୋଇଥିଲା । ଏହାପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଖବର ମୁତାବକ, କଟକ ଜିଲ୍ଲା ଟାଙ୍ଗୀ ଥାନା ଶାଳଗାଁ – ପଞ୍ଚାୟତ ନାଣ୍ଡୁଆ ଗାଁର କୃପାସିନ୍ଧୁପ୍ରଧାନଙ୍କ ନାମରେ ଜମିଜମା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା ।
ଏହାପରେ, ବେଆଇନ ଭାବେ କୃପାସିନ୍ଧୁ ପ୍ରଧାନଙ୍କୁ ପୋଲିସ  ତାଙ୍କ ଘରୁ ଉଠାଇ ଆଣି ଦୁଇଦିନ ଧରି ଥାନାରେ ଅଟକରଖୁଥୁଲେ।ଏବଂ ତାଙ୍କୁ ଥାନା ଭିତରେ ପୋଲିସ ବାବୁ ଶାରୀରିକ ନିର୍ଯ୍ୟାତନା ଦେଇ ଥିଲେ | ନିର୍ଯତନାରେ ଗୁରୁତରହୋଇ କୃପାସିନ୍ଧୁ ଏସସିବିରେ ଚିକିତ୍ସିତ ହେଉଛନ୍ତି  । ଏ ନେଇ ପୋଲିସଡିଜିଙ୍କୁପରିବାରଲୋକଅଭିଯୋଗହେବାପରେ, ଘଟଣାର ତଦନ୍ତ କରି ଥାନା ଆଇଆଇସିଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ । ତେଣୁ ମଣିଷ ନିଜକୁ କେବେ ବଡ଼ ବୋଲି ଭାବିବା ଉଚିତ ନୁହଁ, ଶିବଙ୍କ ଡ଼ମ୍ବରୁ କହୁଛି ତାମ୍ବଡ଼,ତାମ୍ବଡ଼  |

News Comment

You Might Also Like

BACK TO TOP