Breaking News

ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||     

ରାଫେଲ ବିମାନ ଉଡେଇ ଇତିହାସ ରଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ |

30-Oct-2025

ଦ୍ରୌପଦୀ ମୁର୍ମୁ ରାଫେଲ ବୀମାନ ଉଡେଇ ଇତିହାସ ସୃଷ୍ଟି କଲେ,

ଓଡିଶା ଜନ ମତ   ବ୍ୟୁରୋ,

ଭାରତ ରେ ବହୁ ମହିଳା ପାଇଲେଟ ବିମାନ ଉଡେଇଛନ୍ତି | କିନ୍ତୁ ଦେଶର ସର୍ବୋଚ୍ଚ ପଦବୀରେ ଥିବା ଜଣେ  ଭାରତର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହରିୟାଣାର ଅମ୍ବାଲା ବାୟୁସେନା ଷ୍ଟେଶନରୁ ଏହି ଉଡ଼ାଣ କରିଥିଲେ । ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ ଗର୍ବରେ ଭରି ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧୂଷ୍ଠିତ । ତେଣୁ ସେ ତିନି ସଶସ୍ତ୍ର ବାହିନୀର କମାଣ୍ଡର ମଧ୍ଯ । ଏହା ଉଲ୍ଲେଖନୀୟ ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବରୁ ଏକ ସୁଖୋଇ-୩ ଗକଓ ଯୁଦ୍ଧ ବିମାନ ଉଡ଼ାଇଛନ୍ତି ।  ଏହି ଉଡ଼ାଣ ଆସାମର ତେଜପୁର ବାୟୁସେନା ଷ୍ଟେଶନରୁ ହୋଇଥିଲା । ସେହି ଉଡ଼ାଣ ପରେ ରାଷ୍ଟ୍ରପତି ତାଙ୍କର ଅଭିଜ୍ଞତା ବାଣ୍ଟି କହିଥିଲେ ଯେ, ବାୟୁସେନା ଶୃଙ୍ଖଳାକୁ ଯଥେଷ୍ଟ ପ୍ରଶଂସା କରାଯାଇ ପାରିବ ନାହିଁ । ପହଂଚିଥିବା ରାଷ୍ଟ୍ରପତି ରାଫାଲ ଉଡ଼ାଣ ପୂର୍ବରୁ ଅମ୍ବାଲା ବାୟୁସେନା ଷ୍ଟେଶନରେ ପହଂଚି ଦ୍ରୌପଦୀ ମୁର୍ମୁଙ୍କୁ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ସ୍ଵାଗତ କରିଥିଲେ ।  ବାୟୁ ସେନା କର୍ମଚାରୀମାନେ ତାଙ୍କୁ ଗାର୍ଡ ଅଫ ଅନର ମଧ୍ୟ ପ୍ରଦାନ କରିଥିଲେ ।  ରାଷ୍ଟ୍ରପତିଙ୍କ ଭାରତୀୟ ବାୟୁସେନାର ଲଢ଼ୁଆ ବିମାନରେ ଉଡ଼ିବା ଅଭିଜ୍ଞତାକୁ  ବାୟୁସେନାର ଆଧୁନିକତା, କ୍ଷମତା ଏବଂ ଆତ୍ମନିର୍ଭରଶୀଳ ଭାରତ ପାଇଁ ପ୍ରତିରକ୍ଷା ପ୍ରୟାସର ପ୍ରତୀକ ଭାବରେ ଦେଖାଯାଉଛି । ଉଲ୍ଲେଖନୀୟ ଯେ ଅମ୍ବାଲା ବାୟୁସେନା  ପାଇଲଟ ମାନଙ୍କ ଦକ୍ଷତାଯୋଗୁଁ  ରାଫାଲରେ ଉଡ଼ିଲେ ରାଷ୍ଟ୍ରପତିଦ୍ରୌପଦୀ ମୁର୍ମୁ |ସମସ୍ତେ ଭାରତୀୟ ମାନେ ତାଙ୍କର ଏହି ଉଦ୍ୟମକୁ  ବହୁତ ପ୍ରଂଶସା କରିଛନ୍ତି |

News Comment

You Might Also Like

BACK TO TOP