Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ଗୋସେଇଁ ନୂଆଙ୍ଗା ଥାନା ମାୟାପୁରି ବଡ଼ ନାଳରୁ ବୃଦ୍ଧ ଙ୍କ ଶବ ଉଦ୍ଧାର |

30-Oct-2025

ମାୟାପୁରୀ ବଡ ନାଳରୁ ବୃଦ୍ଧଙ୍କ ଶବ ଉଦ୍ଧାର

ଓଡିଶା ଜନମତ କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଗୋଷାଣୀ ନୁଆଁଗାଁ ଥାନା ଅନ୍ତର୍ଗତ ମାୟାପୁରୀ ବଡ଼ ନାଳରେ ବୁଡି ଜନୈକ ଅଜଣା ବୃଦ୍ଧଙ୍କ ମୃତ୍ୟୁ ଘଟିଛି ଓ ସ୍ଥାନୀୟ ଲୋକଙ୍କ ଦୃଷ୍ଟି ଗୋଚର ହେବା ପରେ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ଅନୁଧ୍ୟାନ କରିଥିଲେ। କିନ୍ତୁ ଘଟଣାସ୍ଥଳଟି କେଉଁ ଥାନା ଅଧୀନରେ ରହିଛି ଜାଣିବା ବିଳମ୍ବ ଯୋଗୁଁ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଶବ ଉଦ୍ଧାର କରି ପାରିନଥିଲେ। ପରବର୍ତ୍ତୀ ସମୟରେ ଗୋଷାଣୀ ନୁଆଁଗାଁ ଥାନା ଅଧୀନରେ ଏହି ଅଞ୍ଚଳ ଅନ୍ତର୍ଭୁକ୍ତ ନିଶ୍ଚିତ ପରେ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟ ବିଭାଗ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ମୃତ ବୃଦ୍ଧଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କର ମୃତ୍ୟୁ ମଧ୍ୟ ସନ୍ଦେହ ଘେରରେ ରହିଛି।

News Comment

You Might Also Like

BACK TO TOP