Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଓକ୍ରୀଡା ବିଭାଗ ତରଫରୁ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଏବଂ ଗଣ ଦୌଡ଼ ଅନୁଷ୍ଠିତ |

31-Oct-2025

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତଥା କ୍ରୀଡା ବିଭାଗ ପକ୍ଷରୁ ଲୌହ ମାନବ ସର୍ଦାର ବଲ୍ଲଭ ଭାଇ ପଟେଲ  ଙ୍କ ଜନ୍ମ ଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ବିରାଟ ଗଣଦୌଡ଼ --ସାମିଲ ହେଲେ ଶତାଧିକ ଯୁବକ 

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଅଖଣ୍ଡ ଭାରତ କୁ ଏକତାର ସୂତ୍ର ରେ ବାନ୍ଧି ଭାରତ ର ଏକତା, ସାର୍ବଭୌମତା ଓ ସୁରକ୍ଷାକୁ ରକ୍ଷା କରିବାକୁ ଅହରହ ଚେଷ୍ଟା କରିଥିବା ଦେଶ ସେବକ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ ଙ୍କ  150 ତମ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା କ୍ରୀଡା ବିଭାଗ ଆୟୋଜନ ରେ ଏକ ଗଣ ଦୌଡ଼ ଅନୁଷ୍ଠିତ  ହୋଇଯାଇଛି l ଏହି ଗଣ ଦୌଡ଼ କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ ସ୍କୁଲ, କଲେଜ, ର ଛାତ୍ରଛାତ୍ରୀ, ସ୍ବେଛାସେବୀ, ପ୍ରମୁଖ ପାଖାପାଖି 1000 ଉର୍ଦ୍ଧ ଯୋଗଦେଇ ଏହି ମିନି ମାରାଥନ ରେ ଅଂଶଗ୍ରହଣ କରିଥିଲେ l ଖୋର୍ଦ୍ଧା ଜିଲ୍ଲାର ଏସପି ଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇଥିବା ଏହି ଗଣ ଦୌଡ଼ କୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ ଓ ପୋଲିସ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ପରେ ସମସ୍ତ ଗଣ ଦୌଡ଼ କାରି ଛାତ୍ର ଛାତ୍ରୀ, ଯୁବକ, ଓ ଜିଲ୍ଲାର ସମସ୍ତ ଅଧିକାରୀ ଖୋର୍ଦ୍ଧା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଦେଇ ଖୋର୍ଦ୍ଧା ସହର ପରିକ୍ରମା କରି ଖୋର୍ଦ୍ଧା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ ପର୍ଯ୍ୟନ୍ତ ଯାଇଥିଲେ l.ଏହି ଅବସରେ ବିଧାୟକ ଶ୍ରୀ ଜଗଦେବ କହିଥିଲେ ଏକ ଭାରତ ଆତ୍ମନିର୍ଭଳଶୀଳ ଭାରତ ତଥା ବିକଶିତ ଭାରତ ଗଠନ କରିବାକୁ ହେଲେ ଆମେ ସମସ୍ତେ ଏକ ହେବା ଦରକାର l ବିଶେଷ କରି ଆମର ଏହି ଅଖଣ୍ଡ ଭାରତ ର ସୁରକ୍ଷା, ସାର୍ବଭୌମତା ଓ ସୁରକ୍ଷା ପାଇଁ ଅହରହ ଚେଷ୍ଟା କରିଥିବା ସେହି ମହାନ ଦେବ ପୁରୁଷ ସର୍ଦାର ବଲ୍ଳଭ ଭାଇ ପଟେଲ ଙ୍କ ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଏକତାର ସହିତ ଆଗେଇବା ଦରକାର ବୋଲି ଉପସ୍ଥିତ ଯୁବକ ମାନଙ୍କୁ ଆହ୍ୱାନ ଦେଇଥିଲେl.ସେହିପରି ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା କହିଲେ ସର୍ଦ୍ଧାର ବଲ୍ଳଭ ଭାଇ ପଟେଲ ଙ୍କ ଏକତା ଓ ଦେଶର ସୁରକ୍ଷା ର ମନ୍ତ୍ର କୁ ଆମ ଜୀବନ ର ବ୍ରତ ଭାବେ ଅନୁକରଣ କରି ତାଙ୍କର ଜନ୍ମ ଜୟନ୍ତୀ କୁ ଏକତା ଦିବସ ରୂପେ ପାଳନ କରାଯାଉଛି ବୋଲି କହିଥିଲେ l ଏହି ଗଣ ଦୌଡ଼ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ବିଭାଗ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀନିବାସ ମହାନ୍ତି, ଡ଼ିଏସପି ଅନାଦି ସେଠି,ଏସଡ଼ିପିଓ ଖୋର୍ଦ୍ଧା ନିହାର ରଞ୍ଜନ ପ୍ରଧାନ, ଅନିଲ କୁମାର ମହାନ୍ତି,ଜିଲ୍ଲା କ୍ରୀଡା ଅଧିକାରୀ ଗୀତାଞ୍ଜଳି ପଣ୍ଡା, ଶିଳ୍ପାଞ୍ଚଳ ଥାନା ଅଧିକାରୀ ଉମେଶ କୁମାର ସାହୁ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସହିତ ଜିଲ୍ଲା ପୋଲିସ ପ୍ରଶାସନ, ସାମ୍ବାଦିକ, ଜିଲ୍ଲା କ୍ରୀଡା ବିଭାଗ, ଶିକ୍ଷା ବିଭାଗର କର୍ମଚାରୀ, ଉପସ୍ଥିତ ଥିଲେ l ରିପୋର୍ଟ -ଗୋପାଲକୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP