Breaking News

ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||     

ପୀତବାସ ପଣ୍ଡା ହତ୍ୟା ମାମଲାର ଅନ୍ୟତମ ଅପରାଧି ପିଣ୍ଟୁଦାସ ଙ୍କୁ ଫୁଲବାଣୀ ଜେଲ କୁ ସ୍ଥାନାନ୍ତର |

31-Oct-2025

ପୀତବାସ ପଣ୍ଡା ହତ୍ୟା ମାମଲାର ମାଷ୍ଟର ମାଇଣ୍ଡ ପିଣ୍ଟୁ ଦାସ ଫୁଲବାଣୀ ଜେଲରେ:  ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଓଡିଶା ଜନମତ, କନ୍ଧମାଳ:ସଞ୍ଜୟ କୁମାର ପାଣିଗ୍ରାହୀ, 

ତା, ୩୧/୧୦:

 ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳ ର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସର୍କଲ ଜେଲକୁ ଅଣାଯାଇଛି। ପ୍ରକାଶ ଯେ, ବ୍ରହ୍ମପୁର ଜେଲରେ ପିଣ୍ଟୁ ନିଜକୁ ଅସୁରକ୍ଷିତ ସହ ଜୀବନ ପ୍ରତି ବିପଦ ଥିବା ଦର୍ଶାଇବାରୁ ତାଙ୍କୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଫୁଲବାଣୀ ଜେଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରି ଦିଆଯାଇଛି।

News Comment

You Might Also Like

BACK TO TOP