Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

ଖଲ୍ଲିକୋଟ,କନକା କ୍ଲଷ୍ଟର ତରଫରୁ ଶିଶୁ ମହତ୍ସବ

31-Oct-2025

ଖଲ୍ଲିକୋଟ : କନକା କ୍ଲଷ୍ଟର ତରଫରୁ ଶିଶୁ ମହୋତ୍ସବ "ସୁରଭି" ଅନୁଷ୍ଠିତ

ଓଡିଶା ଜନ ମତ ବ୍ୟୁରୋ,

ଶିଶୁ ମାନଙ୍କ ପ୍ରତିଭାର ବିକାଶରେ ଶିକ୍ଷା ସମାଜର ବିକାଶ

ଶିଶୁ ମାନଙ୍କ ଅନ୍ତର୍ନିହିତ ଗୁଣାବଳୀ, ପ୍ରତିଭାର ବିକାଶ ହେଲେ ହିଁ ପ୍ରକୃତ ପକ୍ଷେ ଶିକ୍ଷା, ସମାଜ, ସଂସ୍କୃତିର ବିକାଶ ସମ୍ଭବ ହୋଇପାରିବ, ଏପ୍ରକାର ଲକ୍ଷ୍ୟ ଆଭିମୁଖ୍ୟ ନେଇ ଗଂଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ୍ କନକା କ୍ଲଷ୍ଟର ତରଫରୁ ଆଜି ଆଶ୍ରମ ବିଦ୍ୟାଳୟ ଗୁହାରିଆପାଟ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ପ୍ରାକ୍ ସୂଚନା ପ୍ରଦାନ ପରେ ଅତିଥିମାନେ ମଞ୍ଚାସୀନ ହୋଇଥିଲେ । ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ବରିଷ୍ଠ ଶିକ୍ଷକ ଦେବରାଜ ଗୈ।ଡ ଭକ୍ତି ରସାତ୍ମକ ଭଜନ ପରିବେଷଣ କରିଥିଲେ । ଅନୁଷ୍ଠାନର ଛାତ୍ରୀମାନେ ସାମୂହିକ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ।ଏହି ଅବସରରେ ଆୟୋଜିତ ଉତ୍ସବରେ ଅନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁକା ବେହେରା ସଭାପତିତ୍ବ କରିଥିଲାବେଳେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସମଲର ପ୍ରାକ୍ତନ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ବେହେରା ମୁଖ୍ୟ ଅତିଥି, ଯୁବ ସମାଜସେବୀ ମନୋଜ କୁମାର ଗୈ।ଡ ସ୍ୱତନ୍ତ୍ର ଅତିଥି, ସାକିରି ବିଦ୍ୟାଳୟର ପ୍ରଧାନଶିକ୍ଷକ ହରେକୃଷ୍ଣ ମଲ୍ଲିକ, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସମଲର ଶିକ୍ଷକ ତ୍ରିନାଥ ସ୍ୱାଇଁ, ପାଳଧୁଆପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବରାଜ ଜାନୀ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଶିଶୁଙ୍କ ସୃଜନଶୀଳତା, ସାମାଜିକ ସମ୍ପୃକ୍ତି, ନୈତିକତା, ଚିତ୍ର, ଗଳ୍ପ କଥନ, ପ୍ରବନ୍ଧ ଲିଖନ, ବକ୍ତୃତା, ତର୍କ, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିରେ ଅଂଶ ଗ୍ରହଣ ଫଳରେ ଲୁକ୍କାୟିତ ପ୍ରତିଭାର ପରିପ୍ରକାଶସହଜ ସାଧ୍ୟ ହେବା, ଭୟ ଶୂନ୍ୟ ହୋଇ କାର୍ଯ୍ୟ କରିବା ଆଦି ବହୁବିଧ ଦିଗ ଉପରେ ସାରସ୍ୱତ ଆଲୋଚନା କରିଥିଲେ । କ୍ଲଷ୍ଟର ଅଧୀନସ୍ଥ ଚଉଦ ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀ ତର୍କ, ସଂଗୀତ, ବକ୍ତୃତା, ଚିତ୍ରାଙ୍କନ, ଗଳ୍ପ କଥନ, ଶ୍ରୁତ ଲିଖନ, ପି.ଏମ୍. ପୋଷଣ, ଶିଳ୍ପ କଳା, ସାଂସ୍କୃତିକ ନୃତ୍ୟ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । କୃତୀ ପ୍ରତିଯୋଗୀଙ୍କୁ ଉତ୍ସବରେ ଅତିଥିମାନେ ସିଲ୍ ମାନପତ୍ର ସହିତ ପୁରସ୍କୃତ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷକ ରମେଶ ଚନ୍ଦ୍ର ସାହୁ, ବିଦ୍ୟାଧର ଜାଲି, ସନ୍ତୋଷ କୁମାର ବାରିକ, ଏକାଦଶୀ ବେହେରା, ସୁକାନ୍ତ ଦାଶ, ଉଦୟ ଜାନି, ପ୍ରଫୁଲ୍ଲ ଶବର, କମଲଜିତ୍ ତ୍ରିପାଠୀ, ସୁନିଲ୍ କୁମାର ବାଡତ୍ୟା, ଆଶିଷ ରଂଜନ ପାଢ଼ୀ, ଦୀପକ କୁମାର ସେଠୀ, ପ୍ରିୟ ରଞ୍ଜନ ସାମନ୍ତ , ଶିକ୍ଷୟିତ୍ରୀ ତପସ୍ୱିନୀ ଜାନୀ, ଲକ୍ଷ୍ମୀପ୍ରିୟା ପ୍ରଧାନ, ଲଳିତା ଶବର, ଉର୍ମିଳା ସ୍ୱାଇଁ, ପ୍ରତିମା ବେହେରା, ଅନିତା ବାରିକ, ସୋନାଲି ପାହାନ୍ତା ସିଂ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP