Breaking News

କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||     

ଅର୍ଥ ଠକେଇ ଅଭିଯୋଗ ରେ ଯୁବକ ଗିରଫ |

02-Nov-2025

ଅର୍ଥ ଠକେଇ ଅଭିଯୋଗରେ ଯୁବକ ଗିରଫ,

 ଓଡିଶା ଜନ ମତ, ବ୍ରହ୍ମପୁର

କୈଳାଶ ଚନ୍ଦ୍ର ଚୌଧୁରୀ , 
ବେଲଗୁଣ୍ଠା ଥାନା ଅନ୍ତର୍ଗତ ପାଟରାପଲୀ ଗ୍ରାମର ନନ୍ଦ କିଶୋର ଗୌଡ ନାମକ ଜଣେ ଯୁବକ କୁ ମାମଲା ନଂ ୩୨୫/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗିରଫ ଯୁବକ ଜଣକ ଜମି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇ ଠେଙ୍ଗାଧର ଗ୍ରାମ ର ସନ୍ୟାସୀ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ନେଇ ଫେରାର ହୋଇଯାଇଥିଲା। ଯାହାକି ଟଙ୍କା ନେବାର ପ୍ରମାଣ ଓ ଜମି ବିକ୍ରି ପାଇଁ ଚୁକ୍ତିନାମା କାଗଜ ପତ୍ର ପୋଲିସ ର ହସ୍ତଗତ ହୋଇଛି। ଏହି ଭଳି ପରିସ୍ଥିତିରେ ଠକେଇର ସୀକାର ହୋଇଥିବା ସନ୍ୟାସୀ ପଣ୍ଡା ବେଲଗୁଣ୍ଠା ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ପୋଲିସ ଅନୁସନ୍ଧାନ ଚଳାଇ ଅଭିଯୁକ୍ତ ଯୁବକକୁ ଉଠାଇ ଆଣି ଯେରା କରିବା ପରେ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP