Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ଆଜିଠାରୁ କିଛି ଜିଲ୍ଲରେ ଶୀତ ପଡିବା ସମ୍ଭାବନା,

03-Nov-2025

ଆଜିଠାରୁ କିଛି ଜିଲ୍ଲାରେ ସୀତର  ଆରମ୍ଭ ହେବ  ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ର ସୂଚନା,

       ଓଡିଶା ଜନ ମତ ବ୍ୟୁରୋ,

ବାତ୍ୟା ମୋନ୍ଥା  ଛାଡିଗଲାପରେ ଆଭ୍ୟନ୍ତରୀଣ ଓଡ଼ି ଶାର କିଛି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା  ଯୋଗୁଁ କେତେକ ସ୍ଥାନରେ ଶୀତ ପଡ଼ିବା ଆରମ୍ଭହୋଇପାରେ  ।  ଏହା ସହିତ ଉପକୂଳବର୍ତ୍ତୀ ଜିଲ୍ଳାର  କିଛି ଅଞ୍ଚଳରେ  ରାତିରେ ତାପମାତ୍ରା କମିବ ବୋଲି ଜଣା ପଡିଛି । କିନ୍ତୁ ଆଭ୍ୟନ୍ତରୀଣ ଓ ଉପକୂଳରେ ରାତି ତାପମାତ୍ରା କମିଲେ ବି ଶୀତ ପ୍ରକୋପ ଅଧିକରହିବା ସମ୍ଭାବନା ନାହିଁ । କାରଣ ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ଏବଂ କୋରାପୁଟକୁ ଛାଡ଼ି ଦେଲେ ବାକି ସମସ୍ତ ସ୍ଥାନରେ ୨୦  ଡିଗ୍ରୀ ଉପରେ ରହିଛି। ଭୁବନେଶ୍ବର ପାଣି ପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜିଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା କମି ପାରେ । ସେହି ପରି ମଧ୍ୟରେ କିଛି ସ୍ଥାନରେ ରାତି ତାପମାତ୍ରା ୧ରୁ ୨ ଡିଗ୍ରୀ ପର୍ଯ୍ୟନ୍ତଏବଂଉପକୂଳ ବର୍ତ୍ତୀ ଜିଲ୍ଲାଗୁଡିକରେ ତାପମାତ୍ରା ହ୍ରାସ ପାଇପାରେ। ଶନିବାର କୋରାପୁଟରେ ରାତି ତାପମାତ୍ରା 16.2 ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୮ ଏବଂ ଦାରିଙ୍ଗବାଡ଼ିରେ ୧୮.୫ ଡିଗ୍ରୀ  ରହିଛି। ସେହିପରି ପାରାଦ୍ବୀପରେ ସର୍ବନିମ୍ନ ତାପମାତ୍ରା 27.2 ଡିଗ୍ରୀ, ପୁରୀରେ 27.4 ବାଲେଶ୍ୱର ରେ 25.5, ଚାନ୍ଦବାଲି ୨୫.୮,  ଭୁବନେଶ୍ୱର ୨୫ ଏବଂ କଟକରେ ୨୩ ଡିଗ୍ରୀ । ରହିଛି। ଉତ୍ତର  ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏ ଏହାର ପାର୍ଶ୍ଵବର୍ତ୍ତୀ  ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇଛି| ଏହା ଉତ୍ତର-ପୂର୍ବ ଦିଗରେ ଗତି କରୁଛି। ହେଲେ ଆଗାମୀ ୧୨ ଘଣ୍ଟା ମଧ୍ଯରେ ବି ଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ସୃଷ୍ଟ ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି।

News Comment

You Might Also Like

BACK TO TOP