Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ଆଜିଠାରୁ ତିନିଦିନ ଯାଏଁ ହାଇକୋର୍ଟ ଛୁଟି |

03-Nov-2025

ଆଜିଠାରୁ ୩ଦିନଯାଏଁ ହାଇକୋର୍ଟ ଛୁଟି

ଓଡ଼ିଶାଜନ ମତ ବ୍ୟୁରୋ,

ଓଡିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। କିନ୍ତୁ ଏହି ସୋମବାର ହାଇକୋର୍ଟ କେଲେଣ୍ଡର ରେ ଛୁଟି ନଥିବାରୁ ଓ ଶେଷ କାର୍ତ୍ତିକ ସୋମବାର ହେତୁ ଏହି ଛୁଟି ପ୍ରତି ବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।ତେଣୁ ଏ ସଂକ୍ରାନ୍ତରେ

ହାଇକୋର୍ଟ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ ନଭେମ୍ବର ୪ ଧବଳେଶ୍ଵର ପୂଜାବା ବଡ଼ଓଷା ଏବଂ ୫ରେ ରାସ ପୂର୍ଣ୍ଣିମା ହେତୁ ପୂର୍ବରୁ ଛୁଟିତାଲିକା ରେ ରହିଛି। ତେଣୁ ହାଇକୋର୍ଟ ୩ରୁ ୫ ତାରିଖ ଯାଏଁ,ତିନି ଦିନ ଛୁଟି ରହିବ ବୋଲି କୋର୍ଟ ତରଫରୁ ସମସ୍ତ ଜର୍ଜ, ଓକିଲ, କର୍ମଚାରୀ ଓ ମହକିଲଙ୍କ ଅବଗତି ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି |

News Comment

You Might Also Like

BACK TO TOP