Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ରକ୍ତଚାପ ସଚେତନ ଓସ୍ୱାସ୍ଥ୍ୟ ଶିବିର,

03-Nov-2025

ରକ୍ତଚାପ ସଚେତନ ଓ ସ୍ଵାସ୍ଥ୍ୟ ଶିବିର, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ରକ୍ତଚାପ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ରକ୍ତଚାପ ରୋଗର କାରଣ ନିରାକରଣ ସମ୍ବନ୍ଧରେ ବୁଝାଇଥିଲେ l ଆମିଷ,ପନିର, ଅଶୁଦ୍ଧ କ୍ଷୀର,ଘିଅ, ପୋଡ଼ାତେଲ ଛଣାଖାଦ୍ୟ, ଧୂମପାନ,ମଦ୍ୟପାନ,ମେଦବୃଦ୍ଧି, ଚିନ୍ତା, କ୍ରୋଧ ଦ୍ଵାରା ରକ୍ତଚାପ ହୁଏ l 
ଏହି ସବୁ ତ୍ୟାଗ କରି ସାତ ଘଣ୍ଟା ଶୋଇବେ,ସକାଳ ସନ୍ଧ୍ୟା ଅଧା ଘଣ୍ଟା ଲେଖାଏଁ ଧ୍ୟାନ କରିବେ,ଉଚ୍ଚ ରକ୍ତଚାପରେ ସର୍ପଗନ୍ଧା ମୂଳ, ଅର୍ଜୁନ ଛାଲି କ୍ୱାଥ,ପଦ୍ମମଞ୍ଜି ସେବନ କଲେ ରକ୍ତଚାପ ସହ ହୃଦ୍ରୋଗ ମଧ୍ଯ ଭଲ ହୋଇଯାଏ l 
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ, ରକ୍ତଶର୍କରା,ଗଣ୍ଠିବାତ, ଅମ୍ଳପିତ୍ତ,ସ୍ତ୍ରୀ ରୋଗ, ଚର୍ମରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି । ଡ଼l. ନକୁଳ ସାହୁ, ଫୋନ 9861450612,

News Comment

You Might Also Like

BACK TO TOP