Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ବାଘ ଛାଲ ଧରି ବିକ୍ରି କରୁଥିବା ବେଳେ ମାଡି ବସିଲା ପୋଲିସ,, ଛାଲ ସହ 3 ଯୁବକ ଗିରଫ,

04-Nov-2025

କଲରାପତରିଆ ବାଘଛାଲ ଜବତ, ୩ ଅଭିଯୁକ୍ତ କୁ ଗିରଫକଲା ପୋଲିସ,

        ଓଡିଶା ଜନ ମତ  ବ୍ୟୁରୋ,

ବେଳେ ବେଳେ ମଣିଷ ଜାଣି ଶୁଣି ବହୁତ ଅପରାଧ କରିବସେ | ତେବେ ବାଘ ଛାଲ ନେଇ ଡିଲ୍ ଚାଲିଥିବା ଖବର ପାଇ ମାଡ଼ି ବସିଲା     ପୁଲିସ ହୋଟେଲ ମେଫେୟାର ବସ୍ତି ନିକଟରୁ ଜବତ ହେଲାକଲରପତରିଆ ବାଘ ଛାଲ । ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ହୋଇଥିବା ଅଭି ଯୁକ୍ତ ହେଉଛନ୍ତି ରୋହିତ ମହାପାତ୍ର (୨୬ବର୍ଷ), ମଞ୍ଜିତ ସାବତ (୨୧ ବର୍ଷ ) ଏବଂ ଶମ୍ଭୁ ବିଷୋୟୀ (୨୩ ବର୍ଷ) । ସୂଚନା ମୁତାବକ, ଅଭି ଯୁକ୍ତ ରୋହିତ ମହାପାତ୍ର ଏବଂ ତାଙ୍କ ସହଯୋଗୀମାନେ ଦୀର୍ଘ ସମୟ ଧରି ବନ୍ୟଜନ୍ତୁଙ୍କ ଚୋରା ଚାଲାଣ କରୁଥିଲେ । ଗତକାଲି ସନ୍ଧ୍ୟା ପ୍ରାୟ ୫ଟାରେ ମେ ଫେୟାର ବସ୍ତି ନିକଟରେ ବାଘ ଛାଲକୁ ନେଇ ଡିଲ ହେବାର ଥିଲା । ଯାହା 
ବିଷୟରେ ଏକ ବିଶେଷ ସୁତ୍ର ରୁ ଖବର ପାଇଥିଲା ପୁଲିସ । ଖବର ପାଇ ଡି ସିପି, ଏସପି  ଅନୁପ କାନୁନଗୋ ଙ୍କ ନେତୃତ୍ୱରେ ଏକ ଟିମ୍ ଉକ୍ତ ସ୍ଥାନରେ ଚଢାଉ କରି ଥିଲା । ଏହି ଏହି ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ଙ୍କୁ ଗିରଫ     କରିଥିଲା ପୁଲିସ । ସେ ମାନଙ୍କ ନିକଟରୁ ଏକ ବାଘ ଛାଲ ମଧ୍ୟ ଜବତ ହୋଇଥିଲା । ସମସ୍ତ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି ।  ଏହାସହ ଘଟଣାର  ତଦନ୍ତ ମଧ୍ୟ ଜାରି ରହିଛି |

News Comment

You Might Also Like

BACK TO TOP