Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ଦୁଇଜଣ ଙ୍କ ଠାରୁ 80ଗ୍ରାମ ବ୍ରାଉନ ସୁଗାର ଜବତ କଲା ଅବକାରୀ ବିଭାଗ |

05-Nov-2025

ବ୍ରାଉନସୁଗାର ଜବତକରିଦୁଇଜଣଙ୍କୁ କୋର୍ଟ ଚାଲାଣ କଲା ଅବକାରୀ ପୋଲିସ,

        ଓଡିଶା ଜନ ମତ ବ୍ୟୁରୋ,

ବିଶେଷ ସୁତ୍ରରୁ ଖବର ପାଇ ଜିଲ୍ଲାପାଳଙ୍କ ବକାରୀ | ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡା ଅବକ | ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବାନ ବାଲିପଡା ଅଞ୍ଚଳରେ ଚଢାଉ କରାଯାଇ ନିମପୁର ଗ୍ରାମର ପିଣ୍ଟୁ (୨୬) ବର୍ଷ ଙ୍କ ଠାରୁ ୫୦ ଗ୍ରାମ ଓଜନର ବ୍ରାଉନସୁଗାର ମାଟିଆଗ୍ରାମର  ଚନ୍ଦ୍ରକାନ୍ତ ମଲିକ ( ୩ ୮) ଙ୍କଠାରୁ ୩୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯିବା ସହ ସେମାନଙ୍କୁ ଗିରପ କରାଯାଇଛି । ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ କ୍ରମେ ଅବକାରୀ ଇନସପେକ୍ଟର ଙ୍କ  ଷ୍ଟାଫ ଙ୍କ ଚଢ଼ାଉ କରି ସେମାନଙ୍କ ପାଖରୁ ସମୁଦାୟ ୮୦ ଗ୍ରାମ ଓଳନର ବ୍ରାଉନ ସୁଗାର ସମେତ ଏକ ଧଳା ରଙ୍ଗର ମାରୁତି ସ୍ଵିଫ୍ଟ ଡିଜେଆର କାର ଜବତ କରାଯାଇ କୋର୍ଟ ଚାଲାଣ କରାଯାଇଛି | ଯାହାର ଆନୁମାନିକ ମୂଲ୍ୟ ୮ଲକ୍ଷ  ରୁ ଉର୍ଦ୍ଧ ଟଙ୍କା ହେବ ବୋଲି ଅବକାରୀ ବିଭାଗପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଢାଉରେ । ପକ୍ଷରୁ ସୂଚନା ଦିଅ । ଅବକାରୀ ଉପନିରୀକ୍ଷକ      ପ୍ରିୟଦର୍ଶୀ । ମାନସରଞ୍ଜନ ମିଶ୍ର, ସହକାରୀ । ଉପ ନିରୀକ୍ଷକ ସୁନିଲ କୁମାର ମିଶ୍ର, ପ୍ରଦୀପ କୁମାର  ମଲିକ, ଜଗନ୍ନାଥ ବେସ୍ରା, କନେଷ୍ଟବଳ ଅଶୋକକୁମାର ବେହେରା, ହିମାଂଶୁ ଶେଖର ଦାସ, ପ୍ରଶାନ୍ତ କୁମାର ଘଡେଇ ଓ ଲୁଲୁ ସାହୁ ପ୍ରମୁଖ ସାମିଲ ହୋଇଥିଲେ।

News Comment

You Might Also Like

BACK TO TOP