Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବିଡ଼ିଓ ଙ୍କ ଘରୁ କଳାକନା ବୁଲାଇଦେଲା ଚୋର |

06-Nov-2025

ଚୋରବିଡ଼ିଓ ଙ୍କ ଘରେ ପଶି କଳାକନା ବୁଲାଇଦେଲା,

      ଓଡିଶା ଜନ ମତ ବ୍ୟୁରୋ,

ଯେଉଁଠିକି ଚୋର ଠାକୁର, ଠାକୁରାଣୀ ମାନଙ୍କୁ ଛାଡୁ ନାହାନ୍ତି, ସେମାନେ ମହାଦେବ ଶିବଙ୍କ ଠାରୁ ଆରମ୍ଭ କରି ଉଗ୍ରବିର ନୃସିଂହ ମନ୍ଦିର କୁଟାର୍ଗେଟ ରଖି ଲୁଟ କରୁଛନ୍ତି ସେଠାରେ ଅଫିସରଓ ଜନତା କେତେ ବଡ଼, ଏପରି ଚୋରି ହୋଇଛି ଜଣେ ପ୍ରଶାସନିକ ଅଧିକାରୀ ଙ୍କ ଘରୁ | ନବରଙ୍ଗପୁର ବିଡିଓଙ୍କ ଘରେ କଳା କନା ବୁଲେଇଲେ ଚୋର। ନବରଙ୍ଗପୁର ବ୍ଲକ ବିଡ଼ିଓ ଶ୍ରୀ ସୁନୀଲ ଖରା ଗତ ଶନିବାର ଦିନ ଛୁଟି ରେ ରାୟଗଡା ରେ ଥ‌ିବା ନିଜ ପରିବାର କୁ ଭେଟିବା ପାଇଁ ଯାଇଥିଲେ । ତେବେ ଆଜି ସକାଳୁ ଆସି , ବ୍ଲକ ପରିସରରେ ଥିବା ତାଙ୍କ ସରକାରୀ ବାସ ଭବନ ଖୋଲି ଦେଖ‌ିବା ବେଳେ ଦୁଇଟି ଭେଣ୍ଟିଲେଟର ଭାଙ୍ଗି ଚୋର ପଶି ଚୋରିକରିଥିବା  ଦେଖୁଥିଲେ । ଏବଂ ତାଙ୍କ     ଘରୁ ବହୁ ଟଙ୍କା ଚୋରି ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗକରିଛନ୍ତି ବିଡ଼ିଓ  । ଅଭି ଯୋଗ ପାଇ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି  ଏବଂ ସାଇଣ୍ଟିଫିକ ଟିମର ସହାୟତା ନେଇଛି ପୋଲିସ ।

News Comment

You Might Also Like

BACK TO TOP