Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ପରିବେଶ ର ସୁରକ୍ଷା କରୁଛନ୍ତି ଶାଗୁଣା ମାନେ |

06-Nov-2025

ଶାଗୁଣା ବଂଶ ବିଲୁପ୍ତ ପ୍ରାୟ 
ପରିବେଶର ରକ୍ଷକହେଉଛନ୍ତି ଶାଗୁଣା,

      ଓଡିଶା ଜନ ମତ ବ୍ୟୁରୋ,

ଦିନକୁ ଦିନ ଶାଗୁଣା ବଂଶ ଲୋପ ପାଇବାକୁ ଗଲାଣି | କିଛି ବର୍ଷ ପୂର୍ବରୁ  ଯଦି କେଉଁ ସ୍ଥାନରେ ପଶୁପକ୍ଷୀ ମରି ପଡ଼ିଥାନ୍ତି ତେବେ ତାଙ୍କ ଚତୁର୍ପାଶ୍ୱ ରେ ଦଳ, ଦଳ ଶାଗୁଣା ପକ୍ଷୀ ଉଡି ତାହାର ମାଂସ କୁ ଖାଇ ଥାନ୍ତି | ହେଲେ 1999 ମହାବାତ୍ୟା ପରେ ଓଡ଼ିଶାରେ ପ୍ରାୟ ଶାଗୁଣା ବଂଶ ଲୋପପାଇ ଗଲାଣି, ଯାହାଅଛି ତାହା କିଛିକି ନୁହଁ |  ପ୍ରତି ବର୍ଷ ସେପପ୍ଟେମ୍ବର ପ୍ରଥମ ଶନିବାରକୁ ‘ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ’ ଭାବରେ ପାଳନ କରାଯାଇ ଆସୁଛି ।
୨୦୦୬ ମସିହାରେ ଦକ୍ଷିଣ— ଆଫ୍ରିକାର ଏନ୍‌ଡେଞ୍ଜର୍ଡ ୱାଇଲ୍ଡ ଲାଇଫ୍ ଟ୍ରଷ୍ଟ ଓ ଇଂଲଣ୍ଡର ହକ୍ କଞ୍ଜରଭାନ୍ତି ଟ୍ରଷ୍ଟ ମିଳିତଭାବେ ଶାଗୁଣାଙ୍କ ସଂରକ୍ଷଣ ସକାଶେ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ ଆରମ୍ଭ କରିଥିଲେ । ତେବେ ପ୍ରଥମ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ ୨୦୦୯ ସେପମ୍ବର ପ୍ରଥମ ଶନିବାର ପାଳନକରାଯାଇଥିଲା । ପରିବେଶକୁ ପରିଷ୍କାର ରଖିବାରେ ଶାଗୁଣାଙ୍କ ଭୂମିକା  ରୁତ୍ଵପୂର୍ଣ  ଅଟେ କାରଣ ମରିଯାଇଥିବା ଜୀବଜନ୍ତୁ ପଚି ଶଢ଼ି ପରି ବେଶକୁ ପ୍ରଦୂଷଣ  କରିବା ପୂର୍ବରୁ ଏମାନେ ସେଗୁଡ଼ିକୁ ଖାଇଦିଅନ୍ତି । ପ୍ରତିକୂଳ ସ୍ଥିତିକୁ ଭୂକ୍ଷେପ  ନ କରି ଏମାନେ ନିଜ କାମରେ ଲାଗିଥାଆନ୍ତି । କିନ୍ତୁ ପରିତାପର ବିଷୟ, ଯେ ପରି ପରିବେଶ ସଫେଇରେ ବିଶେଷ ଭୂମିକା ନିଭାଉଥିବା ଏହି ପକ୍ଷୀଙ୍କ ବଂଶ ଧୀରେ ଧୀରେ ରେ ଲୋପ ପାଇଯିବାକୁ ବସି ବସିଛି । ତେଣୁ ଏମାନଙ୍କୁ ନେଇ  ପରିବେଶବିତ୍ମାନେ ଉଦ୍‌ବେଗ ପ୍ରକାଶ କଲେଣି। ଏହି ଅବସରରେ ପରିସଂସ୍ଥା ସୁରକ୍ଷାକାରୀ ଶାଗୁଣାଙ୍କ ଗୁରୁତ୍ବପୂର୍ଣ ଭୂମିକା  ବିଷୟ ରେ ଜନସାଧାରଣଙ୍କୁ ଅବଗତ କରାଇବା ଏବଂ ବିପଦଗ୍ରସ୍ତ ଉକ୍ତ ପ୍ରଜାତିଙ୍କ ସଂରକ୍ଷଣ ପ୍ରୟାସକୁ ପ୍ରୋତ୍ସାହିତ କରାଯାଇଥାଏ।

News Comment

You Might Also Like

BACK TO TOP