Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଜାତୀୟ ସଂଗୀତ ର 150 ବର୍ଷ ପୂର୍ତ୍ତି ଉପଲକ୍ଷେ ଖଲ୍ଲିକୋଟ ତହସିଲ ଓ ଥାନାରେସାମୁହିକ ସଙ୍ଗୀତ ଗାନ |

07-Nov-2025

ଜାତୀୟ ଗୀତ ବନ୍ଦେ ମାତରମ୍ ର ୧୫୦ ବର୍ଷ ପୁର୍ତ୍ତୀ ଅବସରରେ ଖଲ୍ଲିକୋଟ ଥାନା ଏବଂ ତହସିଲ  ପରିସରରେ ବନ୍ଦେ ମାତରମ୍ ଗୀତ ସାମୁହିକ ଗାୟନ।
ଓଡିଶା ଜନ ମତ ଖଲ୍ଲିକୋଟ,  ବିକାଶ କୁମାର ସାହୁ

ତା-- ୭-୧୧-୨୦୨୫   

ଜାତୀୟ ସଂଗୀତ ବନ୍ଦେ ମାତରମ୍ ର ୧୫୦ ବର୍ଷ ପୁର୍ତ୍ତୀ ଅବସରରେ  ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ବାନ କ୍ରମେ ଖଲ୍ଲିକୋଟ ଥାନା ଏବଂ ତହସିଲ କାର୍ଯ୍ୟାଳୟ ପରିସର ରେ ବନ୍ଦେ ମାତରମ୍ ଗୀତ ର ସାମୁହିକ ଗାୟନ କାର୍ଯ୍ୟକ୍ରମ ହୋଇଥିଲା।  ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆଇଆଇସି ପୂର୍ଣ୍ଣ ଚନ୍ଦ୍ର କିଶାନ୍, କେଶବ ଷଡ଼ଙ୍ଗୀ, ଥାନା ଏସଆଇ ପିଙ୍କିନି ପଟ୍ଟନାୟକ, ମାନସୀ ସାହୁ, ଏଏସଆଇ ଉମା ଚରଣ ପ୍ରଧାନ, ହରିକୃଷ୍ଣ ସାମଲ, ସୁଜିତ୍ ପାଣିଗ୍ରାହୀ, ଅଭିମନ୍ୟୁ ପାଣ୍ଡେ ଏବଂ ଥାନାର ଅନ୍ୟାନ୍ୟ କର୍ମଚାରୀ ମାନେ ଅଂଶ ଗ୍ରହଣ କରିଥିଲେ । ସେହିପରି ତହସିଲଦାର ଡି.ମାଲେଶ୍ଵର ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସୁପରଭାଇଜର ତ୍ରିଲୋଚନ ବିଶ୍ୱାଳ, ହେଡକ୍ଳର୍କ ସଦାନନ୍ଦ ଶବର ପ୍ରମୁଖ ଉପସ୍ଥିତ ଥିଲେ।  ଦେଶବାସୀଙ୍କ ମଧ୍ୟରେ ଦେଶପ୍ରେମ ତଥା ସ୍ୱଦେଶୀ ପ୍ରୀତି ଜାଗ୍ରତ କରାଇବା ପାଇଁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବାର୍ତ୍ତା ପ୍ରଦାନ କରାଯାଇଥିଲା ।

News Comment

You Might Also Like

BACK TO TOP