Breaking News

ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||     

ଖିଚିଂ ର କିଚେକେଶ୍ବରୀ ଙ୍କ ପୀଠରେ ମାଆ ଙ୍କ ସୁନାବେଶ ଦେଖିବାକୁ ଭକ୍ତ ଙ୍କ ଗହଳି |

07-Nov-2025

ମୟୁରଭଞ୍ଜ ଖୂଚିଂରେ ମା" କିଚକେଶ୍ବରୀ ଙ୍କ ପୀଠରେ ଦୁର୍ଲଭ ସୁନା ବେଶ ଲାଗି  ଭକ୍ତ ଙ୍କ ପ୍ରବଳ ଗହଳି,

       ଓଡିଶା ଜନ ମତ ବ୍ୟୁରୋ,

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲ୍ଲାରେ ଏମିତି ଏକ ଦେବୀ ପୀଠ ଅଛି ଯାହାକୁ ଦେଖିବା ପାଇଁ ଓଡିଶା ସହିତ ପଡୋଶୀ ରାଜ୍ୟ ପଶ୍ଚିମ ବଙ୍ଗ ଓ ଛତିଶ ଗଡ଼ରୁ ମଧ୍ୟ ଏହି ପୀଠକୁ ବହୁତ ଭକ୍ତ ଦର୍ଶନ କରି ମାଆଙ୍କ ଆଶିଷ ଭିକ୍ଷା କରିଥାନ୍ତି  | ଏବଂ ସେଠାରେ ବି ମାଆ ଙ୍କର ଭିନ୍ନ, ଭିନ ବେଶ, ପୂଜା, ନିତି କାନ୍ତି ରୀତି, ନିତି ଅନୁସାରେ  ହୋଇଥାଏ |  ତାହା ହେଉଛି ଖଚିଂ ସ୍ଥିତ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ୱରୀଙ୍କ ମନ୍ଦିରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସକାଳ ୭ ଘଟିକା ଠାରୁ ଅପରାହ୍ନ ୩ ଘଟିକା ୩୦ ମିନିଟ ପର୍ଯ୍ୟନ୍ତ ମା’ଆଙ୍କ ଦୁର୍ଲଭ ସୁନାବେଶ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ କସ୍ତୁରୀ ପଣ୍ଡାଙ୍କ ସହିତ ସ୍ଥାନୀୟ ବିଡ଼ିଓ, ତହସିଲଦା ଓ ବିଭିନ୍ନ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଗୁଡ଼ିକର ତଦାରଖ କରିଥିଲେ । ସେହିପରି ଆଇନ ଶୃଙ୍ଖଳା ରକ୍ଷା ନିମନ୍ତେ ଉପଖଣ୍ଡ ପୋଲିସ ଅଧିକାରୀ ନବକୃଷ୍ଣ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ସ୍ଥାନୀୟ ଥାନା  ଅଧୂକାରୀଙ୍କ ନେତୃତ୍ୱରେ ପୋଲିସ ବଳ ମୁତୟନ ରହିଥିଲେ । । ମନ୍ଦିର ର ସମସ୍ତ ପୂଜକ, ପରିଛା ଅଜୟ କୁମାର ସାହୁ ମା’ଆଙ୍କ ନିତିକାନ୍ତି ସମାପନ କରିଥିଲେ। ଚଳିତବର୍ଷ ରାଜ୍ୟ ବାହାରୁ ମଧ୍ୟ ଭକ୍ତଙ୍କ ଭିଡ ପରିଲକ୍ଷିତ ହେଇଥିଲା । ଜିଲ୍ଲାର ବିଭିନ୍ନ ସ୍ଥାନ ସମେତ ନିକଟବର୍ତ୍ତୀ ଝାଡଖଣ୍ଡ, ବିହାର, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ମଧ୍ଯ ଭକ୍ତଙ୍କ ଭିଡ଼ ଦେଖୁବାକୁ ମିଳିଥିଲା ।

News Comment

You Might Also Like

BACK TO TOP