Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

କବିସୂର୍ଯ୍ୟ ନଗର ଥାନା ଖୋଜପଲ୍ଲୀ ନିକଟରେ ବାଇକ ଧକ୍କାରେ ବୃଦ୍ଧ ଓ ଚାଳକ ଙ୍କ ମୃତ୍ୟୁ ||

09-Nov-2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ,

ଓଡିଶ ଜନମତ, କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ପ୍ରାତଃ ଭ୍ରମଣ କରୁଥିବା ବେଳେ ଉକ୍ତ ଗ୍ରାମର କାଶୀନାଥ ସେଠୀ ନାମକ ଜଣେ ବୃଦ୍ଧଙ୍କୁ ମୋଟରସାଇକେଲ ଧକ୍କା ଦେଇଥିଲା। ଯାହା ଫଳରେ କାଶୀନାଥ ଓ ମୋଟରସାଇକେଲ ଚାଳକ ପୋଲସରା ରାଣୀପଡା ଗ୍ରାମ ର ମିଟୁ ପରିଡ଼ା ଗୁରୁତର ଅବସ୍ଥାରେ ରାସ୍ତାରେ ଛିଟିକି ପଡ଼ି ଛଟପଟ ହେଉଥିଲେ। ସ୍ଥାନୀୟ ଲୋକେ ମିଟୁ କୁ ପୋଲସରା ଡାକ୍ତରଖାନା ଓ କାଶୀନାଥ କୁ କୋଦଳା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଡାକ୍ତରଖାନାରେ ପହଞ୍ଚି ଉଭୟଙ୍କ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଉକ୍ତ ଦୁଇ ଜଣଙ୍କ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP