Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

ବ୍ରହ୍ମପୁର "ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ପ୍ରଦାନ |

09-Nov-2025

ଶ୍ରଦ୍ଧା ଫାଉଣ୍ଡେସେନ ର ମାନବିକତା  ଅସହାୟ ବ୍ୟକ୍ରି ଙ୍କୁ କଲେ ଖାଦ୍ୟ ପ୍ରଦାନ, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,,

 ସହରର ଅଗ୍ରଣୀ ସମାଜସେବା ଅନୁଷ୍ଠାନ "ଶ୍ରଦ୍ଧା ଫାଉଣ୍ଡେସନ " ତରଫରୁ ରାଧାକୃଷ୍ଣ ବିଲ ସାହିରେ ରହୁଥିବା ଭି. ଜାନକୀ ରାଓ , ବୟସ 71 ବର୍ଷ ଏବଂ ତାଙ୍କରି 90% ଦିବ୍ୟାଙ୍ଗ ପୁଅଙ୍କଆୟର କିଛି ବ୍ୟବସ୍ତା ନ ଥିବାରୁ ଫାଉଣ୍ଡେସନକୁ ସେ ଅନୁରୋଧ କରନ୍ତେ ଆଜି ସକାଳେ ଶ୍ରଦ୍ଧା
ଫାଉଣ୍ଡେସନ ତରଫରୁ ତାଙ୍କରି ଚଳିବା ନିମନ୍ତେ ଦୁଇ ମାସର ରାସନ ସାମଗ୍ରୀ ପ୍ରଦାନ କରାଯାଇଥିଲା ।ଏଥିରେ ସଭାପତି ପ୍ରଣବ କୁମାର ପଣ୍ଡା, ଉପ ସଭାପତି ସସ୍ମିତା ପାଢ଼ୀ, ସମ୍ପାଦିକା ଶ୍ରଦ୍ଧାଞ୍ଜଳି ପାଢ଼ୀ, କୋଷାଧ୍ୟକ୍ଷ ରାଇରଞ୍ଜନ ନନ୍ଦ, ସାଂସ୍କୃତିକ ସମ୍ପାଦକ ଯତୀନ୍ଦ୍ର କୁମାର ତ୍ରିପାଠୀ, କାର୍ଯକାରିଣୀ ସଭ୍ୟ ଡ଼କ୍ଟର ସୁରଜିତ ପାଣିଗ୍ରାହୀ ଏବଂ ମନୋଜ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।
ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ସ୍ଥାନୀୟ କର୍ପୋରେଟର ଡି କରୁଣାକର,ବରିଷ୍ଠ ସାମ୍ବାଦିକ ସୁଦିପ ସାହୁ ଯୋଗ ଦେଇଥିଲେ ।

News Comment

You Might Also Like

BACK TO TOP