Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଧୂଙ୍ଗିଆ ଦେଈ ଦେବୀଙ୍କ ପୀଠରୁ ଚୋରି କଲେ ଚୋର ||

10-Nov-2025

ଧୂଙ୍ଗିଆ ଦେଇ ଦେଵୀ ଙ୍କ ପୀଠରୁ ମୂର୍ତ୍ତି ସହ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି

ଓଡିଶା ଜନମତ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ

,ତା,୧୦/୧୧:

  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ.ଜାତୀୟ ରାଜପଥ  ରାସ୍ତା କଡରେ ଥିବା ଅଞ୍ଚଳର ଇଷ୍ଟଦେବୀ ମା` କାକବୁଢା (ଧୂଙ୍ଗିଆ ଦେଇ) ଙ୍କ ମନ୍ଦିର ଗେଟ ତାଲାଭାଙ୍ଗି ରବିବାର ମଧ୍ୟ ରାତ୍ର ପରେପରେ କାକବୁଢା ପ୍ରତିମୂର୍ତ୍ତି ସହ ସୁନା ଆଖି ଚାରିଗୋଟି, ରୂପା ମୁକୁଟ ଗୋଟିଏ ଓ ପିତଳ ନାଗ ସାପ ଅଠର ଗୋଟି କିଛି ଦୁର୍ବୁର୍ତ୍ତ ଚୋରିକରି ନେଇଯାଇଥିବା ବିଷୟ ପୂଜକ ସକାଳୁ ମନ୍ଦିର ପୂଜା କରିବାକୁ ଆସିଥିବା ବେଳେ ଦେଖିବାକୁ ପାଇଥିଲେ l ଏହା ପରେପରେ ପୂଜକ ଜଣକ ସଙ୍ଗେ ସଙ୍ଗେ ମନ୍ଦିର କମିଟିକୁ ଜଣାଇଥିଲେ l ମନ୍ଦିର କମିଟି ପୋଲିସ କୁ ଜଣାଇବା ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅନୁଧ୍ୟାନ କରିବା ସହ ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l

News Comment

You Might Also Like

BACK TO TOP