Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଶୀତ ଋତୁ ର ରୋଗ ପାଇଁ ସଚେତନତା

10-Nov-2025

 ଶୀତ ଋତୁ ର ରୋଗ ପାଇଁ ସଚେତନତା | 

ଶୀତରୁତୁ ରୋଗ ପାଇଁ ସଚେତନl ଓ ସ୍ଵାସ୍ଥ୍ୟ ଶିବିର, 
ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ  ଶୀତଦିନିଆ ରୋଗ ପ୍ରତିରୋଧ ପାଇଁ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ଶୀତଦିନେ ଅଧିକ ଧୂଳି ଓ ପୁଷ୍ପରେଣୁ ଉଡୁଥିବାରୁ ଶ୍ୱାସ, ଇନଫ୍ଲୁଏଞ୍ଜା ହେବ, ମାକ୍ସ ପିନ୍ଧନ୍ତୁ,ପୁରାଶରୀରକୁ ଘୋଡାଇ ରଖନ୍ତୁ,ସଫା ରଖନ୍ତୁ ସୋରିଷ ତେଲ କିମ୍ବା ଗୁଳୁଚି ତେଲ ମାଲିସ୍ କରନ୍ତୁ l ଫଳରେ ଚର୍ମରୋଗ ଓ ଥଣ୍ଡା ହେବନାହିଁ l ଗରମ ଲୁଗା, ଟୋପି ପିନ୍ଧନ୍ତୁ l ସଜ ଶାଗ, ପରିବା, ଫଳ,ଉଷ୍ଣଜଳ ଓ ଖାଦ୍ୟ ସେବନ କରନ୍ତୁ l କୋଷ୍ଠକାଠିନ୍ୟ, ଅର୍ଶ ହେବନାହିଁ ।ସବୁ ଶିରା ଧମନୀ ସଙ୍କୁଚିତ ହୋଇ ହୃଦଘାତ, ଗଣ୍ଠିବାତ ଭୟ ଥାଏ ନିଜକୁ ଶୀତରୁ ରକ୍ଷା କରନ୍ତୁ l ରକ୍ତଚାପ ଅଳ୍ପ ଅଧିକ ରହିବ ଭୟକରନ୍ତୁ ନାହିଁ l 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ ଶିବିରର ପରିଚାଳନାରେ ସମାଜସେବୀ ଡି. ଶ୍ରୀନିବାସ ସହଯୋଗ କରିଥିଲେ।ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଏହାର ସୁଯୋଗ ନିଅନ୍ତୁ ବୋଲି 
ଡ଼l. ନକୁଳ ସାହୁ କହିଛନ୍ତି, ଯୋଗାଯୋଗ ନଂ 9861450612 ।

News Comment

You Might Also Like

BACK TO TOP