Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଖୋଦ୍ଧା ଶିଳ୍ପାଞ୍ଚଳ ପୋଲିସ ଦ୍ୱାରା 31ଗ୍ରାମ ବ୍ରାଉନ ସୁଗାର ଜବତ ସହ ଦୁଇ ଅଭିଯୁକ୍ତ କୁ ଗିରଫ |

11-Nov-2025

୩୧ ଗ୍ରାମ ବ୍ରାଉନ ସୁଗାର ଜବତ ସହ ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କଲା ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ,

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଆଜି ଅପରାହ୍ନ ସମୟରେ ଖୋର୍ଦ୍ଧା ବରୁଣେଇ ରାସ୍ତା ସାମନ୍ତରାପୁର ନିକଟ ଜରି ପୋଖରୀ  ପାଚେରି ଭିତରେ ଧଳା ଜହର ବିକ୍ରି କରି ଅର୍ଥ ଉପାର୍ଜନ ଉଦ୍ଦେଶ୍ୟରେ ଏକାଠି ହୋଇ ଯୋଜନା ପ୍ରସ୍ତୁତ କରୁଥିବା ସମୟରେ ଖୋର୍ଦ୍ଧା ଏସ.ପି. ବିବେକାନନ୍ଦ ଶର୍ମା  ଓ ସଦର ଏସଡିପିଓ ନିହାର ରଞ୍ଜନ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିଳ୍ପାଞ୍ଚଳ ଥାନା ଇନ୍ସପେକ୍ଟର ଭାଗ୍ୟଶ୍ରୀ ବେହେରାଙ୍କ ସୂଚନା ମୁତାବକ ଏକ ଟିମ୍ ଅଚାନକ ଚଢ଼ାଉ କରି ୩୧ ଗ୍ରାମ ବ୍ରାଉନ ସୁଗର , ଏକ ନାଲି ଗ୍ଲାମର ନଂ ଓଡ଼ି ୦୨ ଏ ଭି ୪୭୧୯ ସହ ଦୁଇଟି ମୋବାଇଲ ଫୋନ ଜବତ କରି ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଶିଳ୍ପାଞ୍ଚଳ ପୋଲିସ ।ଅଭିଯୁକ୍ତ ମଧ୍ୟରୁ ଜଣେ ଅଭିଯୁକ୍ତ ପୁରୀ  ଗଡିଶାଗଡା ଥାନା ଅଞ୍ଚଳ ର ହୋଇଥିବାବେଳେ ଅନ୍ୟଜଣେ ମହିଳା ଅଭିଯୁକ୍ତ ଖୋର୍ଦ୍ଧା ଆଦର୍ଶ ଥାନା ଠେଙ୍ଗା ହାଟ ଅଞ୍ଚଳ ର ବୋଲି ସୂଚନା ଦେଇଛି ଶିଳ୍ପାଞ୍ଚଳ ପୋଲିସ ।ଏହି ଚଢ଼ାଉ ରେଥାନା ଅଧିକାରୀ ଉମେଶ କୁମାର ସାହୁ,ଇନ୍ସପେକ୍ଟର ଭାଗ୍ୟଶ୍ରୀ ବେହେରା, ଏଏସଆଇ ବାଲ୍ୟ ବିଶୋଇ,କନେଷ୍ଟବଲ ଗୋପୀନାଥ ମଙ୍ଗରାଜ, ମାନସ ରଞ୍ଜନ ପ୍ରଧାନ, ପି କେ ହରିଚନ୍ଦନ ସାମିଲ ଥିବା ବେଳେ ଇନ୍ସପେକ୍ଟର ସୁନୀତା ବେହେରା ତଦନ୍ତ ଜାରି ରଖିଛନ୍ତି ।

News Comment

You Might Also Like

BACK TO TOP