Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |

11-Nov-2025

ବିଦ୍ୟାଳୟ ସ୍ତରିୟ ବିଜ୍ଞାନ ମେଳା ଅନୁଷ୍ଠିତ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ରେଶମ ନଗରୀ ବ୍ରହ୍ମପୁର ସହରର ବହୁ ପୁରାତନ ଶିକ୍ଷାନୁଷ୍ଠାନ ଭି ଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରିୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି। ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡା ଙ୍କ ତତ୍ୱାବଧାନ ଓ ବିଜ୍ଞାନ ଶିକ୍ଷୟିତ୍ରୀ ଉପାଲି ଅପରାଜିତା ଙ୍କ ସଂଯୋଜନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ତଥା ଜିଲ୍ଲା ବିଜ୍ଞାନ ନିରୀକ୍ଷକ ରାମଚନ୍ଦ୍ର ମହାରଣା ଉଦଘାଟନ କରି ମେଳା ପରିଦର୍ଶନ କରି ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗି ମାନଙ୍କୁ ଉତ୍ସାହିତ କରିଥିଲେ। ଆଜିର ଏହି ମେଳାରେ ମୋଟ ୫୮ ଟି ପ୍ରକଳ୍ପ ପରିଦର୍ଶନ ହୋଇଥିଲା। ଯାହାକି ପରିବେଶ ସୁରକ୍ଷା,ଜଳଶକ୍ତି ସଂଚୟ, ସୌର ଶକ୍ତି ଓ ପ୍ରଦୂଷଣ ନିୟନ୍ତ୍ରଣ ଉପାୟ ଭିତ୍ତିକ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।ଉଦଯାପନ ଉତ୍ସବରେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପିକା ମାନା ମିଲିୟନ ଯୋଗ ଦେଇ ପରିବେଶ ସୁରକ୍ଷା ନିମନ୍ତେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଆଜିର କାର୍ଯ୍ୟକ୍ରମ ରେ ୩ ଜଣ କୃତି ପ୍ରତିଯୋଗୀ ପୁରସ୍କୃତ ହୋଇଛନ୍ତି । ଶେଷରେ ବନ୍ଦନା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP