Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଆସନ୍ତା ନଭେମ୍ବର 27ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀଙ୍କ ସୂଚନା |

11-Nov-2025

ଚଳିତ ମାସ ୨୭ରୁ ବିଧାନସଭାର ଶୀତ ଅଧୂବେଶନ ଆରମ୍ଭ ହେବ     

        ଓଡିଶା ଜନ ମତ ବ୍ୟୁରୋ 

ଆସନ୍ତା ଶୀତ ଅଧିବେଶନ ଚଳିତମାସ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି | 
ବିଧାନସଭାର ଶୀତ ଅଧୂବେଶନ ଆରମ୍ଭ ନେଇ  ରାଜ୍ୟ  ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବିଧାନସଭାର ଶୀତ ଅଧୂବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ନୂଆପଡ଼ା ଉପ ନିର୍ବାଚନ ପରେ ବିଧାନସଭାର ଶୀତ ଅଧୂବେଶନ ବସିବ ବୋଲି ସୂଚନା ମିଳିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧୂବେଶନକୁ ସମ୍ବୋଧୂତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧୂତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧୂବଦ୍ଧ ଘୋଷଣା କରାଯାଇନି। ତେବେ ଯଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟ ବିଧାନସଭାକୁ ସମ୍ବୋଧୂତ କରନ୍ତି ତେବେ ଏହା ରାଜ୍ୟର ବିଧାନସଭା ଇତିହାସରେ ଉଦାହରଣ ସୃଷ୍ଟି କରିବ। ତେବେ ନଭେମ୍ବର ୨୭ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଲେ, ଶୀତ ଅଧିବେଶନ ସରଗରମ ହେବ ବୋଲି ଅନୁମାନ କରାଯାଉଛି । ବିଭିନ୍ନ ପ୍ରସଙ୍ଗରେ ବିରୋଧୀମାନେ ସରକାରକୁ ଘେରିବା ନେଇ ଅନୁମାନ କରାଯାଉଛି । ଖାସ୍ କରି ଶୀତ ଅଧୂବେଶନ ବସିବା ବେଳକୁ, ନୂଆପଡ଼ା ଉପ ନିର୍ବାଚନ ସରିଥିବ, ଆଉ ନୂଆପଡ଼ା ନିଜର ନୂଆ ବିଧାୟକ ପାଇସାରିଥିବ, ତେଣୁ ବିଧାନସଭା ଶୀତ ଅଧୂବେଶନ ସରଗରମ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏଣେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର କାର୍ଯ୍ୟସୂଚୀ ଖୁବ୍ ଶୀଘ୍ର ଆସିପାରେ ବୋଲି କୁହାଯାଉଛି ।

News Comment

You Might Also Like

BACK TO TOP