Breaking News

ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||     

ନାବାଳିକା କୁ ବଳତ୍କାର, ଅଭିଯୁକ୍ତ କୁ କୋର୍ଟ ଚାଲାଣ ||

13-Nov-2025

ନାବାଳିକା ବଳତ୍କାର ଅଭିଯୁକ୍ତ କୋର୍ଟ ଚାଲାଣ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗୋଳନ୍ଥରା ଥାନା ଅର୍ନ୍ତଗତ ହଳଦିଆପଦର ଗ୍ରାମ ର ରିତେଶ ପଟ୍ଟନାୟକ ନାମକ ଜଣେ ଯୁବକ କୁ ବଡ଼ବଜାର ଥାନା ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ବଡ଼ବଜାର ଥାନା ଅଞ୍ଚଳର ଜନୈକା ନାବାଳିକା କୁ ଅଭିଯୁକ୍ତ ଯୁବକ ଇନିଷ୍ଟାଗ୍ରାମ୍ ସମ୍ପର୍କରେ ଆସି ପରବର୍ତ୍ତୀ ସମୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହି ଭଳି ପରିସ୍ଥିତିରେ ଯୁବକ ଜଣକ ନାବାଳିକା କୁ ବିଭିନ୍ନ ପ୍ରଲୋଭନ ଦେଖାଇ ରେଶମ ନଗରୀ ବ୍ରହ୍ମପୁର ସହରର ଏକ ପାର୍କ କୁ ବୁଲିବାକୁ ନେଇ ଥିଲା ଓ କୌଣସି ଏକ ଲଜ୍ ରେ ରଖି ଶାରୀରିକ ସମ୍ପର୍କ ରଖି ବିବାହ ର ପ୍ରସ୍ତାବ ଦେଇଥିଲା। ପ୍ରଲୋଭନ ଓ ଶାରୀରିକ ସମ୍ପର୍କ ପରେ ନାବାଳିକା ଜଣକ ବିବାହ ଲୋଭରେ ନିଜ ଘରୁ ପ୍ରାୟ ଏକ ଲକ୍ଷ ଟଙ୍କା ଓ ୧୦ ଭରି ସ୍ବର୍ଣ୍ଣ ଅଳଙ୍କାର ଆଣି ରିତେଶ୍ କୁ ଦେଇଥିଲା। କିନ୍ତୁ ରିତେଶ ଉକ୍ତ ନଗଦ ଟଙ୍କା ସହ ନେଇଥିବା ସ୍ବର୍ଣ୍ଣ ଅଳଙ୍କାର କୁ ଗୋଟିଏ ବ୍ୟାଙ୍କରେ ବନ୍ଧା ପକାଇ କିଛି ଲକ୍ଷ ଟଙ୍କା ଉଠାଇ ଆଣି ଆଉ ଧରାଛୁଆଁ ଦେଲା ନାହିଁ। ଓଲଟି ଶାରୀରିକ ସମ୍ପର୍କ ରଖିଥିବା ଭିଡିଓ ପ୍ରଘଟ କରିବାର ଧମକ ଦେଇଥିଲା। ପରିଶେଷରେ ନାବାଳିକା ଜଣକ ପ୍ରତାରଣାର ଶିକାର ହୋଇ ବଡ଼ବଜାର ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ଅନୁଧ୍ୟାନ ପରେ ଅଭିଯୁକ୍ତ ଯୁବକକୁ କୋର୍ଟ ଚାଲାଣ କରିଛି

News Comment

You Might Also Like

BACK TO TOP