Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ୟୁନିଫାଏଡ ଅଟୋମେସନ ସିଷ୍ଟମ କୁ ବିରୋଧ କରି ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ |

13-Nov-2025

ୟୁନିଫାଏଡ୍ ଅଟୋମେସନ୍ ସିଷ୍ଟମକୁ ବିରୋଧ କରି ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଦାବୀପତ୍ର ପ୍ରଦାନ,

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା 
 ୧୩/୧୧/୨୫ : 

ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଳକ ପ୍ରାଥମିକ ଶିକ୍ଷକ ମହାସଂଘ ତରଫରୁ ୟୁ.ଏ.ଏସ୍. ପୋର୍ଟାଲ୍‌କୁ ବିରୋଧ କରି ବ୍ଳକ୍ ଶିକ୍ଷା ଅଧିକାରୀଙ୍କ ଜରିଆରେ ଗଣଶିକ୍ଷା ମନ୍ତ୍ରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ୟୁନିଫାଏଡ଼୍ ଅଟୋମେସନ୍ ସିଷ୍ଟମ୍‌ (ୟୁ.ଏ.ଏସ.) ଲାଗୁ କରାଯିବା ନିମନ୍ତେ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ୟୁଏଏସ୍ ପୋର୍ଟାଲ୍ ଏକ ତୃତୀୟ ପକ୍ଷ ଆପ୍ ହୋଇଥିବାରୁ ଓ ସୁରକ୍ଷିତ ହୋଇ ନଥିବାରୁ ଶିକ୍ଷକ ଶିକ୍ଷୟିତ୍ରୀ ଏହାକୁ ନିଜ ବ୍ୟକ୍ତିଗତ ଡାଟା ସମ୍ବଳିତ ମୋବାଇଲ ଫୋନ୍‌ରେ ଇନ୍‌ଷ୍ଟଲ୍ କରିବାକୁ ବିରୋଧ କରିଛନ୍ତି। ତେବେ ଏଥିପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ଭିତ୍ତିଭୂମି ଓ ଡାଟା ପ୍ୟାକ୍ ଯୋଗାଇଦେଲେ ଏହାକୁ ବ୍ୟବହାର କରାଯିବ ବୋଲି ଶିକ୍ଷକ ସଂଘ କହିଛନ୍ତି। ପୋଲସରା ବ୍ଳକ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବ୍ୟକ୍ତିଗତ ଭାବେ ୟୁଏଏସ୍ କୁ ବିରୋଧ କରି ପ୍ରଧାନଶିକ୍ଷକ ଓ ବିଇଓଙ୍କ ଜରିଆରେ ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀ ଓ ରାଜ୍ୟ ସରକାରଙ୍କ ଗଣଶିକ୍ଷା ମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏଥିରେ ମହାସଂଘ କର୍ମକର୍ତ୍ତା ଅମିତାଭ ମିଶ୍ର, ସନ୍ନ୍ୟାସୀ ସାହୁ, ଦିଲୀପ କୁମାର ସେଠୀ, କିରଣ କୁମାର ଖଟେଇ, ସତ୍ୟବାନ୍ ପଣ୍ଡା, ସୂର୍ଯ୍ୟ ନାରାୟଣ ନାୟକ, ତ୍ରିଲୋଚନ ପାତ୍ର, ଅକ୍ଷୟ କୁମାର ପଣ୍ଡା, ତ୍ରିନାଥ ବେହେରୁକ ପ୍ରମୁଖଙ୍କ ସହ ଏକ ଶହରୁ ଉର୍ଦ୍ଧ୍ବ ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ବିଇଓ ଶ୍ରୀହର୍ଷ ବାବୁ ଖାଡ଼ଙ୍ଗାଙ୍କୁ ବ୍ୟକ୍ତିଗତ ଦରଖାସ୍ତ ପ୍ରଦାନ କରିଥିଲେ। ବ୍ଳକ୍‌ର ୫୦୦ ରୁ ଉର୍ଦ୍ଧ୍ବ ସଂଖ୍ୟକ ଶିକ୍ଷକ ଶିକ୍ଷୟିତ୍ରୀ ଏହି ୟୁନିଫାଏଡ଼୍ ଅଟୋମେସନ୍ ସିଷ୍ଟମ୍‌କୁ ବିରୋଧ କରି ଦରଖାସ୍ତ ପ୍ରଦାନ କରିଥିବା ମହାସଂଘ ଆବାହକ ଅମିତାଭ ମିଶ୍ର, ସଭାପତି ସନ୍ନ୍ୟାସୀ ସାହୁ ଏବଂ ସମ୍ପାଦକ ଦିଲ୍ଲୀପ କୁମାର ସେଠୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP