Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଖଲ୍ଲିକୋଟ ଚିକିଲି ରେ ନୂଆପଡା ବିଜୟ ଉତ୍ସବ ମନାଇଲେ |

14-Nov-2025

ବଡ଼ ଜିତ : ଚିକିଲି ରେ ବିଜେପି ର ବିଜୟ ଉତ୍ସବ 

 ଓଡିଶା ଜନ ମତ, ବିକାଶ କୁମାର ସାହୁ,ଖଲ୍ଲିକୋଟ,

୧୪/୧୧/୨୦୨୫:

ଓଡିଶା ର ନୂଆଁପଡା ଉପ ନିର୍ବାଚନ ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୮୩ ହଜାର ରୁ ଅଧିକ ଭୋଟ ବ୍ୟବଧାନ ରେ ବିଜୟ ଲାଭ କରିବା ଏବଂ ବିହାର ସାଧାରଣ ନିର୍ବାଚନ ରେ ବିପୁଳ ବିଜୟ ଲାଭ କରିବା ପରେ ଆଜି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଚିକିଲି ଠାରେ ବିଜେପି ବିଜୟ ଉତ୍ସବ ପାଳନ କରିଛି। ଆଜି ସନ୍ଧ୍ୟା ରେ ବିଜେପି ଯୁବନେତା ଅରୁଣ କୁମାର ଖୁଣ୍ଟିଆ ଙ୍କ ନେତୃତ୍ୱ ରେ ଚିକିଲି ଠାରେ ଅନୁଷ୍ଠିତ ବିଜୟ ଉତ୍ସବ ରେ ଆସିକା ସାଂସଦ ଅନିତା ଶୁଭଦର୍ଶିନୀ ଯୋଗ ଦେଇଥିଲେ। ମିଠା ଖୁଆଇ ବାଣ ଫୁଟାଇ ସାଂସଦ ବିଜେପି କର୍ମୀ ଙ୍କ ଗହଣ ରେ ଏହି ବିଜୟ ଉତ୍ସବ ପାଳନ କରିବା ସହିତ ବିଜେପି କୁ ଅକୁଣ୍ଠ ସମର୍ଥନ ଜଣାଇଥିବାରୁ ନୂଆଁପଡା ଓ ବିହାର ଜନସାଧାରଣ ଙ୍କୁ ଧନ୍ୟବାଦ ଦେଇଛନ୍ତି।

News Comment

You Might Also Like

BACK TO TOP